🌷💐🌹🌹ଅଦ୍ୟ ଜୁଲାଇ ୧୭ ତାରିଖ ୨୦୨୦ମସିହା(ଶୁକ୍ରବାର)ଶକାବ୍ଦ -୧୯୪୨ସମ୍ବତ -୨୦୭୭ସାଲ-୧୪୨୭ସମ୍ବତ୍ସର -ଆନନ୍ଦୋଶ୍ରାବଣ-କୃଷ୍ଣପକ୍ଷତିଥି -ଦ୍ବାଦଶୀ ରାତ୍ରି ଘ୧୨/୪୯ ପର୍ଯ୍ୟନ୍ତ ତଦନ୍ତେ ତ୍ରୟୋଦଶୀ ନକ୍ଷତ୍ର- ରୋହିଣୀ ରାତ୍ର ଘ୦୯/୨୨ପର୍ଯ୍ୟନ୍ତ ତଦନ୍ତେ ମୃଗଶିରା ଚନ୍ଦ୍ର- ବୃଷଯୋଗ-ବୃଦ୍ଧିକରଣ-କୌଳବସୂର୍ଯ୍ୟ -କର୍କଟ ୦୨ ଦିନ ସୁର୍ୟୋଦୟ -ପ୍ରାତଃ ଘ୦୫/୨୧/୧୯ ସୂର୍ଯ୍ୟାସ୍ତ -ସନ୍ଧ୍ୟା ଘ୦୬/୨୫/୦୬ ଯୋଗିନି ନୈଋତକୋଣେ ରାତ୍ରି ଘ୧୨/୪୯ ଗତେ ଦକ୍ଷିଣେ ବିଛା ରାଶିର ଘାତଚନ୍ଦ୍ର ବିଛା,ଧନୁ ଓ ମୀନ ରାଶିର ଘାତବାର ଅଦ୍ୟ ଦ୍ବାଦଶୀର ଏକୋଦିଷ୍ଠ ଓ ପାର୍ବଣ ଶ୍ରାଦ୍ଧ କାଳବେଳା ଓ ବାରବେଳା – […]
ପାରାଦୀପ: (ଉ ଲା ପ୍ର) ହଠାତ୍ ରେଳ ଲାଇନ୍ ପାର୍ ହେଉଥିଲା ଟ୍ରକ୍, ଏହି ସମୟରେ ମାଡ଼ି ଆସିଲା ଟ୍ରେନ୍।ପାରାଦୀପ ବନ୍ଦରର ନିଷିଦ୍ଧାଞ୍ଚଳ JSW ସାଇଟ୍ରେ କୋଇଲା ଟ୍ରକ୍ ଉପରେ ଏକ ଟ୍ରେନ୍ ମାଡ଼ି ଯାଇଛି। ଏଥିରେ ଟ୍ରକ୍ଟି ପୂରା ଚାପି ହୋଇ ଯାଇଥିବା ଦେଖିବାକୁ ମିଳିଛି।ସୌଭାଗ୍ୟବଶତଃ, ଏହି ଦୁର୍ଘଟଣାରୁ ଟ୍ରକ୍ର ଡ୍ରାଇଭର ଅଳ୍ପକେ ବର୍ତ୍ତି ଯାଇଛନ୍ତି। ସିଗନାଲ୍ ମ୍ୟାନ୍ ନ ଥାଇ ଟ୍ରେନ୍ ଟି ପଛକୁ ଫେରୁଥିଲା। ଏହି ସମୟରେ ରାସ୍ତା ଜାମ୍ ଥିବାରୁ ଟ୍ରକ୍ଟି […]
ନୂଆଦିଲ୍ଲୀ: ( ଉ ଲା ପ୍ର ) ଭାରତୀୟ ରେଲୱେ ଆଉଏକ ଉପଲବ୍ଧି ନିଜ ନାଁରେ କରିବାକୁ ଯାଉଛି। କଶ୍ମୀରରେ ଭାରତୀୟ ରେଲୱେ ଦେଶର ପ୍ରଥମ କେବୁଲ୍ ରେଳ ବ୍ରିଜ୍ ନିର୍ମାଣ କରୁଛି। କଟରା-ବନିହାଲ୍ ରେଲୱେ ଟ୍ରାକରେ ଦେଶର ଏହି ପ୍ରଥମ କେବୁଲ୍ ରେଳ ବ୍ରିଜ୍ ନିର୍ମାଣଧୀନ ଅଛି। ଜମ୍ମୁ-କଶ୍ମୀରରେ ଥିବା ମାତା ବୈଷ୍ଣୋ ଦେବୀଙ୍କ ବେସ୍ କ୍ୟାମ୍ପ୍ କଟରା ଓ ରିୟାସି ମଧ୍ୟରେ ଏହି ଅଞ୍ଜି ବ୍ରିଜ୍ ନିର୍ମାଣ କରାଯାଉଛି। ରେଳ ମନ୍ତ୍ରୀ ପିୟୂଷ ଗୋୟଲ୍ […]