ଡ୍ରାଇଭରଙ୍କ ଷ୍ଟିୟରିଂ ଛାଡ ଆନ୍ଦୋଳନ ଯୋଗୁଁ ୪୦ ଜଣ ତୀର୍ଥଯାତ୍ରୀ ଫାଶୀ ରହିଥିଲେ : ଥାନା ଅଧିକାରୀ ଙ୍କ ହସ୍ତକ୍ଷେପ ପରେ ଗନ୍ତବ୍ୟ ସ୍ଥଳକୁ ଗଲେ
ବାଲିଗୁଡ଼ା,(ସଞ୍ଜୟ କୁମାର ପାଣିଗ୍ରାହୀ): ସାରା ରାଜ୍ୟରେ ଡ୍ରାଇଭର ମାନେ ଷ୍ଟିୟରିଂ ଛାଡ ଆନ୍ଦୋଳନ ଡ଼ାକରା ଦେଇଥିବା ବେଳେ ଏହାର ପ୍ରଭାବ କନ୍ଧମାଳ ଜିଲ୍ଲାରେ ମଧ୍ଯ ଦେଖିବାକୁ ମିଳିଛି। ଏ ନେଇ ବାଲିଗୁଡ଼ା ଠାରେ ଡ଼୍ରାଇଭର ମାନେ ଏକତ୍ରିତ ହୋଇ ଗାନ୍ଧୀ ଛକ ଠାରେ ଧାରଣା ଦେଇଛନ୍ତି। ଏଠାରୁ ଜିଲ୍ଲା ଓ ଜିଲ୍ଲା ବାହରକୁ ଯଥା କଟକ, ଭୁବନେଶ୍ୱର, ବ୍ରହ୍ମପୁର, ବୌଦ , ରାୟଗଡ଼ା,କଳାହାଣ୍ଡି ଭଳି ବିଭିନ୍ନ ଅଞ୍ଚଳ କୁ ବେସରକାରୀ ବସ ଚଳାଚଳ ନ କରି ବସଷ୍ଟାଣ୍ଡ […]