ଆପ୍ ପକ୍ଷରୁ ଆସନା ୨୮ ତାରିଖରେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା
ଢେଙ୍କାନାଳ(ଉଲ୍ଲାପ୍ର )ଆମ୍ ଆଦ୍ମୀ ପାର୍ଟି ଢେଙ୍କାନାଳ ଜିଲ୍ଲା ତରଫରୁ ଆସନ୍ତା ୨୮ ତାରିଖ ପୂର୍ବାହ୍ଣ ୧୧ ଘଟିକା ସମୟରେ ଜିଲ୍ଲା କାର୍ଯ୍ୟାଳୟ , କଚେରୀ ରୋଡ ଠାରୁ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ପର୍ଯ୍ୟନ୍ତ ଏକ ଧାରଣା କାର୍ଯ୍ୟକ୍ରମ ଆୟୋଜନ କରାଯିବ ବୋଲି ଆଜି ମହାବୀର ବଜାରସ୍ଥିତ ଆପ୍ କାର୍ଯ୍ୟାଳୟରେ ଏକ ସାମ୍ବାଦିକ ସମ୍ମିଳନୀରେ ପ୍ରକାଶ କରିଛନ୍ତି । ମିଶନଶକ୍ତିରେ କାମ କରୁଥିବା ସହାୟକ ଷ୍ଟାଫ୍ ଯଥା ଏମ୍ବିକେ , ସିଆରପି , କୃଷିମିତ୍ର , ପ୍ରାଣୀମିତ୍ର , ବ୍ୟାଙ୍କମିତ୍ର […]