ଫିରିଙ୍ଗିଆ – ଗୋଛା ପଡ଼ା ରାସ୍ତାରେ ମାଓ ପୋଷ୍ଟର, ଲୋକେ ଭୟଭୀତ
ଫୁଲବାଣୀ (ସୁନୀଲ ପଟ୍ଟନାୟକ )କନ୍ଧ ମାଳ ଜିଲ୍ଲା ର ମାଓଅଧ୍ୟୁଷିତ ଫିରିଙ୍ଗିଆ ଥାନା ଅନ୍ତର୍ଗତ ଗୋଛପଡା ରାସ୍ତାର ବିଭିନ୍ନ ସ୍ଥାନରେବୁଧବାର ମାଓ ପୋଷ୍ଟର ଲାଗିଥିବା ଦେଖିବକୁ ମିଳିଛିl ସେହିପରି ଉକ୍ତ ରାସ୍ତାର ଘାଟି ସାହୀ, ମାଝୀ ପଡ଼ା, ଦରଘl ବାଲି ଆଦି ଅଞ୍ଚଳ ରେ ବହୁ ସଂଖ୍ୟାରେ ମାଓ ପୋଷ୍ଟର ପଡ଼ିଥିବା ଦେଖିବକୁ ମିଳିଛି lଫଳରେ ସେହି ଗ୍ରାମ ର ଲୋକେ ଭୟଭୀତ ଅବସ୍ଥାରେ ଅଛନ୍ତିl କେବଳ ସେତିକି ନୁହେଁ ରାସ୍ତା ଦେଇ ଯିବା ଆସିବା କରୁଥିବା […]