କନ୍ଧମାଳ ର ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କୁ ପ୍ରାଥମିକ ଶିକ୍ଷକ ସଂଘର ଦାବି ପତ୍ର ପ୍ରଦାନ
କନ୍ଧମାଳ:(ସଞ୍ଜୟ କୁମାର ପାଣିଗ୍ରାହୀ): ନୂତନ ପେନସନ ଯୋଜନା ଭୁକ୍ତ ମିଳିତ ପ୍ରାଥମିକ ଶିକ୍ଷକ ସଂଘର ତିନି ଦଫା ଦାବି ନେଇ ଆଗାମି ୨୭ ତାରିଖଠାରୁ ଅନିର୍ଦ୍ଧିଷ୍ଟ କାଳ ପର୍ଯ୍ୟାନ୍ତ ରାଜଧାନୀରେ ରାଜ୍ୟସ୍ତରୀୟ ଶୋଭାଯତ୍ରା ଅନୁଷ୍ଠିତ ହେବ। ଏହାପୂର୍ବରୁ କନ୍ଧମାଳ ଜିଲାର ପ୍ରତ୍ୟେକ ବ୍ଲକ୍ ସ୍ତରରେ ନିଜର ନ୍ୟାର୍ଯ୍ୟ ଦାବୀ ହାସଲ ପାଇଁ ମୁଖ୍ୟମନ୍ତ୍ରୀ, ଶିକ୍ଷାମନ୍ତ୍ରୀ ଶିକ୍ଷା ସଚିବ ଓ ୫ଟି ସଚିବଙ୍କ ଉଦ୍ଦେଶ୍ୟରେ ଖଜୁରୀପଡ଼ା ନୂତନ ପେନସନ ଯୋଜନା ଭୁକ୍ତ ମିଳିତ ପ୍ରାଥମିକ ଶିକ୍ଷକ ସଂଘ ତରଫରୁ […]