ଫୁଲବାଣୀ ସମେତ ସମଗ୍ର କନ୍ଧମାଳରେଶୀତଲହରୀ, ଫୁଲବାଣୀ ରେ ଦଶ ତଳକୁ ଖସିଲା ପାରଦ, ଦାରିଙ୍ଗବାଡିରେ ୧0ଡିଗ୍ରୀ ସେଲସିୟସ
ଫୁଲବାଣୀ(ସୁନୀଲ ପଟନାୟକ ) ଗତ ଦୁଇ ତିନି ଦିନ ହେଲା କନ୍ଧମାଳରେ ପ୍ରବଳ ଶୀତ ଅନୁଭୁତ ହେଉଛି । ଫୁଲବାଣୀ ସମେତ ସମଗ୍ର କନ୍ଧମାଳ ଜିଲ୍ଲା ଶୀତରେ ଥରୁଛି । ପାରଦ ଦିନକୁ ଦିନ ଖସିବାରେ ଲାଗିଛି ଫଳରେ ଥଣ୍ଡାର ପ୍ରକୋପ ମଧ୍ୟ ବଢିବାରେ ଲାଗିଛି ତା ସାଙ୍ଗକୁ ସକାଳ ୯ଟା ଯାଏ ଘନ କୁହୁଡ଼ି ମଧ୍ୟ ଲାଗି ରହୁଛି। ଶୁକ୍ରବାର ଆଜି ଫୁଲବାଣୀରେ ୧0ଡିଗ୍ରୀ ତଳକୁ ଖସି ୯. ୫ ଥୀବାବେଳେ ଓ ଓଡ଼ିଶାର କାଶ୍ମୀର […]