ନାବାଳିକା ଛାତ୍ରୀ ଗର୍ଭବତୀ ମାମଲା; କଡ଼ା କାର୍ଯ୍ୟାନୁଷ୍ଠାନ ଦାବିରେ ବିଜେପି ଯୁବମୋର୍ଚ୍ଚାର ଧାରଣା
କନ୍ଧମାଳ:(ସଞ୍ଜୟ କୁମାର ପାଣିଗ୍ରାହୀ): ନାବାଳିକା ଛାତ୍ରୀ ଗର୍ଭବତୀ ହେବା ଘଟଣାରେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଆଗରେ ଧାରଣା ଦେଲା ବିଜେପି ଯୁବମୋର୍ଚ୍ଚା। ଏହି ଘଟଣାରେ ଅଭିଯୁକ୍ତଙ୍କୁ କଠୋର କାର୍ଯ୍ୟାନୁଷ୍ଠାନ ଦାବିରେ ଯୁବମୋର୍ଚ୍ଚାର ସଦସ୍ୟମାନେ କନ୍ଧମାଳ ଜିଲ୍ଲାପାଳଙ୍କ ଅଫିସ ଆଗରେ ଧାରଣା ଦେଇଛନ୍ତି। ପ୍ରକାଶ ଥାଉକି, ଜିଲ୍ଲାରେ ଥିବା ଅନ୍ୱେଷା ଛାତ୍ରାବାସରେ ଜଣେ ସପ୍ତମ ଶ୍ରେଣୀ ଛାତ୍ରୀ ଗର୍ଭବତୀ ହୋଇଥିଲେ। ଏହାପରେ ତାଙ୍କର ପ୍ରସବ ପରେ ଉଭୟ ନବଜାତ ଶିଶୁ ଓ ନାବାଳିକା ଛାତ୍ରୀଙ୍କର ମୃତ୍ୟୁ ହୋଇଥିଲା।କିନ୍ତୁ ଏନେଇ ପ୍ରଶାସନ […]