ଯୁକ୍ତ ଦୁଇ ନବାଗତ ଛାତ୍ରଛାତ୍ରୀଙ୍କୁ ସ୍ୱାଗତ ସମ୍ବର୍ଦ୍ଧନା ଉତ୍ସବ
ବାଲିଗୁଡା,(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ସ୍ଥିତ ଆଦିବାସୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ +୨ କଳା, ବାଣିଜ୍ୟ ଓ ବିଜ୍ଞାନ ବିଭାଗର ନବାଗତ ଛାତ୍ରଛାତ୍ରୀଙ୍କୁ ସ୍ୱାଗତ ସମ୍ବର୍ଦ୍ଧନା ପରିଚୟ ଶିବିର ଅନୁଷ୍ଠିତ ହୋଇଯାଇଛି l ମହାବିଦ୍ୟାଳୟର ଅଧ୍ୟକ୍ଷ କାର୍ତ୍ତିକ ଚନ୍ଦ୍ର ସିଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଏହି ଉତ୍ସବ ରେ +୨ କଳା ବାଣିଜ୍ୟ ବିଜ୍ଞାନ ନବାଗତ ଛାତ୍ରଛାତ୍ରୀ ମାନଙ୍କୁ ସ୍ୱାଗତ ସମ୍ବର୍ଦ୍ଧନା ଜଣାଯାଇଥିଲା l ପରେପରେ ନବାଗତ ଛାତ୍ର ଛାତ୍ରୀ ମାନେ ନିଜ ନିଜ […]