ନବରଙ୍ଗପୁର ଜିଲ୍ଲା ଡାବୁଗାଁ ବ୍ଲକ ସାନଉଲମା ଗ୍ରାମରେ ଜନ ସୁରକ୍ଷା ମଞ୍ଚ ସହଯୋଗରେ ସ୍ଵତନ୍ତ୍ର ପଲ୍ଲୀସଭା ପ୍ରସ୍ତୁତି ଅଭିଯାନ ଆୟୋଜିତ

_ ନବରଙ୍ଗପୁର/ ଡାବୁଗାଁ(ନି.ପ୍ର): ତା. ୨୯/୦୯/୨୦୨୨ ରିଖ ଦିନ ନବରଙ୍ଗପୁର ଜିଲ୍ଲା ଡାବୁଗାଁ ବ୍ଲକ ବଡ଼ଉଲମା ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ସାନଉଲମା ଗ୍ରାମରେ ଲୋକଙ୍କ ଅଧିକାର ଓ ଜୈବିକ ଚାଷକୁ ନେଇ ସାମାଜିକ ଓ ଆର୍ଥିକ ସଚେତନତା ଉପରେ କାଯ୍ୟ କରୁଥିବା ଲୋକଙ୍କ ସଂଗଠନ “ଜନ ସୁରକ୍ଷା ମଞ୍ଚ ” ନବରଙ୍ଗପୁର , ଓଡ଼ିଶା ଶ୍ରମଜୀବୀ ମଞ୍ଚ , ମହିଳା ଶ୍ରମଜୀବୀ ମଞ୍ଚ ଓଡ଼ିଶା ଓ ଆତ୍ମାଶକ୍ତି ଟ୍ରଷ୍ଟ ମିଳିତ ସହଯୋଗରେ “ଜଳ ଉତ୍ସର ବିକାଶ ଓ […]

ଡାବୁଗାଁ ବ୍ଲକ ବରଗୁଡ଼ା ଗ୍ରାମରେ ସ୍ଵତନ୍ତ୍ର ପଲ୍ଲୀସଭା ଅଭିଯାନ ଅନୁଷ୍ଠିତ

ନବରଙ୍ଗପୁର/ ଡାବୁଗାଁ(ଜି.ପ୍ର): ନବରଙ୍ଗପୁର ଜିଲ୍ଲା ଡାବୁଗାଁ ବ୍ଲକ ଚଚରାଗୁଡ଼ା ପଞ୍ଚାୟତ ଅନ୍ତର୍ଗତ ବରଗୁଡ଼ା ଗ୍ରାମରେ ଜନ ସଂଗଠନ ଜନ ସୁରକ୍ଷା ମଞ୍ଚ ନବରଙ୍ଗପୁର , ଓଡ଼ିଶା ଶ୍ରମଜୀବୀ ମଞ୍ଚ , ମହିଳା ଶ୍ରମଜୀବୀ ମଞ୍ଚ ଓଡ଼ିଶା ଓ ଆତ୍ମାଶକ୍ତି ଟ୍ରଷ୍ଟ ମିଳିତ ପ୍ରୟାସରେ “ଜଳ ଉତ୍ସର ବିକାଶ ଓ ନିରନ୍ତର କୃଷି” ଏବଂ ସାମୁହିକ ସମସ୍ୟାର ଓ ସମାଧାନ ନିମନ୍ତେ ସ୍ବତନ୍ତ୍ର ପଲ୍ଲୀସଭା ଅନୁଷ୍ଠିତ ହୋଇଯାଇଅଛି। ଏହି କାର୍ଯ୍ୟକ୍ରମରେ ଗ୍ରାମର ଅଗ୍ରଣୀ ଚାଷୀ ଶ୍ରୀ ପରଶୁ ଜାନି […]

ଓଡିଶା ନାଟ୍ୟସଂଘ ର ୩୫ ତମ ପ୍ରତିଷ୍ଠା ଦିବସ

ଫୁଲବାଣୀ (ସୁନୀଲ ପଟନାୟକ ସୋମବାର ଫୁଲବାଣୀ ପ୍ରେସ କ୍ଲବ ଠାରେ ଜିଲାର ଅଗ୍ରଣୀକଳା ଓ ସଂସ୍କୃତି ଅନୁଷ୍ଠାନ ବନାନୀ କଳା ସଙ୍ଗମ ପକ୍ଷରୁ ଓଡିଶା ନାଟ୍ୟ ସଙ୍ଘ ର ୩୫ ତମ ପ୍ରତିଷ୍ଠା ଦିବସ ପାଳିତ ହୋଇଥିଲା lଏହି ଅବସର ରେ ନାଟକ -ଏକ ଜୀବନ୍ତ ପ୍ରତିଛବି ସମ୍ପର୍କିତ ଏକ ଆଲୋଚନା ଚକ୍ର ଅନୁଷ୍ଠିତ ହୋଇଥିଲା lବନାନୀ କଳାସଙ୍ଗମ ସଭାପତି ତଥା ଆଇନଜୀବୀ ରବୀନ୍ଦ୍ର ନାଥ ମିଶ୍ର ଙ୍କ ସଭାପତିତ୍ୱ ରେ ଆୟୋଜିତ ସଭାରେମୁଖ୍ୟ ଆଲୋଚକ ଭାବେ […]

ଅସହାୟ ରଂଜିତ ଙ୍କୁ ଆବାସ ଘର ମିଳିବ କେବେ ?

ଫୁଲବାଣୀ (ସୁନୀଲ ପଟନାୟକ )କନ୍ଧମାଳ ଜିଲ୍ଲା ଫୁଲବାଣୀ ବ୍ଲକ ଅନ୍ତର୍ଗତଵିଶିପଡା ପଂଚାୟତ ଅନ୍ତର୍ଗତ ଆଶୀରିସହି ଗ୍ରାମର ରଂଜିତ କୁମାର ବେହେରା lଝାଟିମାଟି କୁଡ଼ିଆ ଘରେ ପଲିଥିନ ପକାଇ ବର୍ଷ ବର୍ଷ ଧରି ରହି ଆସୁଥିଲେ ମଧ୍ୟ ତାଙ୍କୁ ପ୍ରଧାନ ମନ୍ତ୍ରୀ ଆବାସ ଯୋଜନା ରେ ଘର ଖଣ୍ଡେ ମିଳିନାହିଁ ଏଯାଏଁ l ଚଳିତ ଲଗାଣ ବର୍ଷା ଓ ପବନ ରେ ଚାଳ ଛପର ଉଡ଼ିଯିବା ସହ କାଂଥ ମଧ୍ୟ ପଡିଯାଇଛି lଖବର ପାଇ ଵିଶିପଡା ଆର ଆଇ […]

ଆବାସିକ ନାବାଳିକା ଛାତ୍ରୀ ଗର୍ଭବତୀ ଘଟଣା ଦୋଷୀ ଙ୍କ ବିରୁଦ୍ଧରେ ଦୃଢ କାର୍ଯ୍ୟାନୁଷ୍ଠାନ ଦାବୀ କଲା ଏବିଭିପି

ଫୁଲବାଣୀ(ସୁନୀଲ ପଟନାୟକ )କନ୍ଧମାଳ ଜିଲ୍ଲାର ବେଲଘର ଥାନା ଅଞ୍ଚଳ ରଏକ ଆବାସିକ ବିଦ୍ୟାଳୟର ଜଣେ ନାବାଳିକା ସପ୍ତମ ଶ୍ରେଣୀ ଛାତ୍ରୀ ଗର୍ଭବତୀ ହେବା ଘଟଣାରେ ଦୋଷୀ ଙ୍କ ବିରୁଦ୍ଧରେ ଦୃଢ କାର୍ଯ୍ୟନୁଷ୍ଠାନ ସହିତ ସମ୍ପୃକ୍ତ ବିଦ୍ୟାଳୟ ର କର୍ତ୍ତୃପକ୍ଷ ଙ୍କ ବିରୁଦ୍ଧରେ ମଧ୍ୟ୍ୟ କଡା କାର୍ଯ୍ୟାନୁଷ୍ଠାନ ଦାବୀ କରି ମଙ୍ଗଳବାର ଏବିଭିପି ପକ୍ଷରୁ କନ୍ଧମାଳଜିଲ୍ଲାର ଛାତ୍ରୀ ପ୍ରମୁଖ ତଅପୋଇ କହଁର ଙ୍କ ନେତୃତ୍ୱରେ ଜିଲ୍ଲାପାଳ ଙ୍କୁ ଏକ ଦାବୀ ପତ୍ର ପ୍ରଦାନ କରାଯାଇଥିଲା l ଅନ୍ୟମାନଙ୍କ ମଧ୍ୟରେ […]

କୁନି କୁନି ଛାତ୍ରଛାତ୍ରୀ ଙ୍କ ଜୀବନ ସହିତ ଖେଳ , ମଧ୍ୟାହ୍ନ ଭୋଜନ ଖାଇ ୭ ଛାତ୍ର ଛାତ୍ରୀ ଅସୁସ୍ଥ

ଫୁଲବାଣୀ(ଉଳାପ୍ର )-ନିମ୍ନ ମାନର ମଧ୍ୟାହ୍ନ ଭୋଜନ ଖାଇ ଛାତ୍ର ଛାତ୍ରୀ ଅସୁସ୍ଥ l ଏଭଳି ଅଭିଯୋଗ ଆସିଛି କ. ନୂଆଗାଁ ବ୍ଲକ ଅନ୍ତର୍ଗତସାରଙ୍ଗଡ଼ ପ୍ରାଥମିକ ବିଦ୍ୟାଳୟ ରୁ lଏହି ବିଦ୍ୟାଳୟ ର ମଧ୍ୟାହ୍ନ ଭୋଜନ ଖାଇ ସାତଜଣ ଛାତ୍ର ଛାତ୍ରୀ ଅସୁସ୍ଥ ହୋଇପଡିବା ଫଳରେଅବି ଭାବକ ମାନଙ୍କ ମଧ୍ୟରେ ଉତ୍ତେ ଜନା ମୂଳକ ପରିସ୍ଥିତି ସୃଷ୍ଟି ହୋଇଥିଲା lସୂଚନା ଯୋଗ୍ୟ ଯେ, ଗତ ଶୁକ୍ରବାର ଦିନ ମାଧ୍ୟାର୍ହ୍ନ ଭୋଜନ ରେ ମେନୁ ଅନୁଯାୟୀ ଭାତ ସହ ସୋୟାବିନ […]

ଜ଼ିଲ୍ଲାସ୍ତରୀୟ ଯୁବଉତ୍ସବ କାର୍ଯ୍ୟକ୍ରମ

ଫୁଲବାଣୀ(ଉଳାପ୍ର )ଫୁଲବାଣୀ ସହରର ସ୍ଥାନୀୟ ଗାନ୍ଧୀସ୍ମୃତି ଭବନ ଫୁଲବାଣୀ ଠାରେ ନେହରୁ ଯୁବ କେନ୍ଦ୍ର ଫୁଲବାଣୀ ତରଫରୁ ଜ଼ିଲ୍ଲାସ୍ତରୀୟ ଯୁବ ଉତ୍ସବ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା l ଅନୁଷ୍ଠିତ କାର୍ଯ୍ୟକ୍ରମ ରେ ମୁଖ୍ୟ ଅତିଥି ଭାବରେ ଉପ ଜ଼ିଲ୍ଲାପାଳ ଶେଷ ଦେବ ମିଶ୍ର ଯୋଗଦେଇ ଥିବା ବେଳେ ସମ୍ମାନିତ ଅତିଥି ଭାବରେ ଜ଼ିଲ୍ଲା କ୍ରୀଡା ଅଧିକାରୀ ରାକେଶ କୁମାର ନାୟକ , ବ୍ଲକ ଉନୟନ ଅଧିକାରୀ ପ୍ରବୀଣ କୁମାର ବ1ଣୁଆ, ଅଧ୍ୟାପକ ବୈକୁଣ୍ଠ ନାଥ ସ୍ୱାଇଂ,ସାଂସଦ ମୁନିସିପାଲଟି […]

କୁଡୁତୁଲି ପଞ୍ଚାୟତ କୁ ମଦମୁକ୍ତ ପଞ୍ଚାୟତ ପାଇଁ ବୈଠକ

ବାଲିଗୁଡା:(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ କ.ନୂଆଗାଁ ବ୍ଳକ କୁଡୁତୁଲି ପଞ୍ଚାୟତ ମା’ ପାଟଖଣ୍ଡା ମହିଳା ସଂଘ ପକ୍ଷରୁ ମଦମୁକ୍ତ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ କୁଡୁତୁଲି ପଞ୍ଚାୟତର ସମସ୍ତ ମହିଳା ଏସଏଚଜି ସଦସ୍ୟ ମାନେ ଉପସ୍ଥିତ ରହି, ଗ୍ରାମରେ ସମ୍ପୂର୍ଣ୍ଣ ମଦ ବିକ୍ରୟ ବନ୍ଦ କରିବା ନିମନ୍ତେ ବୈଠକରେ ଆଲୋଚନା କରିଥିଲେ। ଏହା ସହ ଆଗାମୀ ଦିନରେ ୧୪ଟି ପଞ୍ଚାୟତରେ ଏଭଳି ମଦମୁକ୍ତ ପଞ୍ଚାୟତ ଗଠନ ନିମନ୍ତେ ବୈଠକ […]

କନ୍ଧମାଳ : ବିଜେପି ଜିଲା ମହିଳା ମୋର୍ଚ୍ଚାର କାର୍ଯ୍ୟକାରିଣୀ ବୈଠକ

କନ୍ଧମାଳ:(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବିଜେପି ମହିଳା ମୋର୍ଚ୍ଚାର ଜିଲା କାର୍ଯ୍ୟକାରିଣୀ ବୈଠକ ଜିଲା ସଭାନେତ୍ରୀ ତଥା ଫୁଲବାଣୀ ପୌର ପରିଷଦ ଅଧ୍ୟକ୍ଷା ଶ୍ରୀମତି ସ୍ମିତାରାଣି ମହାନ୍ତିଙ୍କ ଅଧ୍ୟକ୍ଷତାରେ ଫୁଲବାଣୀ ଠାରେ ଅନୁଷ୍ଠିତ ହୋଇଯାଇଛି । ଏଥିରେ ମୁଖ୍ୟ ଅତିଥି ଭାବେ ରାଜ୍ୟ ମହିଳା ମୋର୍ଚ୍ଚା ସଭାନେତ୍ରୀ ଶ୍ରୀମତି ସ୍ମୃତିରେଖା ପଟ୍ଟନାୟକ ଯୋଗଦେଇ ମହିଳା ମାନେ ବର୍ତ୍ତମାନ କିଭଳି ପରିସ୍ଥିତିରେ ରହୁଛନ୍ତି ସେ ନେଇ ଉଦ୍‌ବୋଧନ ଦେଇଥିଲେ ।ଅନ୍ୟମାନଙ୍କ ମଧ୍ୟରେ ଜିଲା ମହିଳା ମୋର୍ଚ୍ଚା ପ୍ରଭାରୀ […]

ବିଦ୍ୟାଳୟ ନିର୍ମାଣ କାର୍ଯ୍ୟ ଆରମ୍ଭ ପାଇଁ ଗ୍ରାମବାସୀଙ୍କ ଦାବି

କନ୍ଧମାଳ:(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡା ବ୍ଲକ ସଲାଗୁଡା ପଞ୍ଚାୟତର ପୁଲସରୁ ଠାରେ ଗ୍ରାମବାସୀଙ୍କ ଉଦ୍ୟମରେ ୧୯୯୬ ମସିହାରେ ଏକ ବିଦ୍ୟାଳୟ ସ୍ଥାପନ କରାଯାଇଥିଲା । ପରେ ୨୦୦୦ ମସିହାରେ ସରକାରଙ୍କ ଡିପିଇପି ଯୋଜନାରେ ଏହି ବିଦ୍ୟାଳୟକୁ ସ୍ବୀକୃତି ଦିଆଯାଇ ଇଜିଏସ ଶିକ୍ଷକ ନିଯୁକ୍ତି ଦିଆଯାଇଥିଲା । କିନ୍ତୁ କିଛି ବର୍ଷ ପରେ ଗ୍ରାମବାସୀଙ୍କ ଅଜାଣତରେ ଏହି ବିଦ୍ୟାଳୟ ଅନ୍ୟ ଗ୍ରାମକୁ ଉଠାଇ ନିଆ ଯାଇଥିଲା । ଫଳରେ ପୁଲସରୁ ସମେତ ମାକୁବେଲା, ବୁଡେଲପଦର, ବିଲାପାଙ୍ଗା, […]