କନ୍ଧମାଳ ଜିଲ୍ଲାପାଳଙ୍କ ଦାରିଙ୍ଗବାଡ଼ି ଗସ୍ତ : ବିଭିନ୍ନ ପର୍ଯ୍ୟଟନ ସ୍ଥଳୀ ବୁଲି ପିଲାଙ୍କୁ ପାଠ ପଢାଇଲେ
ବାଲିଗୁଡା,(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲ୍ଲାପାଳ ଡ଼ଃ ଆଶିଷ ଈଶ୍ୱର ପାଟିଲ ମଙ୍ଗଳବାର ଦାରିଙ୍ଗବାଡ଼ି ଗସ୍ତ କରି ପର୍ଯ୍ୟଟନ ସ୍ଥଳୀ ବୁଲିବା ସହ ବିଭିନ୍ନ କାର୍ଯ୍ୟର ସମୀକ୍ଷା କରିଥିଲେ । ଜିଲ୍ଲାପାଳ ପ୍ରଥମେ ଇକୋ ରିଟ୍ରିଟ କାର୍ଯ୍ୟର ଅଗ୍ରଗତି ବିଷୟରେ ସମୀକ୍ଷା କରିଥିଲେ । କଫି ବଗିଚା ପାଖରେ ରହିଥିବା ୨ ହେକ୍ଟର ଜମିରେ ନୂତନ ଭାବେ କଫି ରୋପଣ କାର୍ଯ୍ୟରେ ଯୋଗ ଦେଇଥିଲେ। କଫି ରୋପଣ କରିବା ସହ ଉକ୍ତ କାର୍ଯ୍ୟ ଓ କଫି ବଗିଚା […]