ଜ଼ିଲ୍ଲା ସ୍ତରୀୟ ଯୁବ ଉତ୍ସବ ପ୍ରସ୍ତୁତି ବୈଠକ
ଫୁଲବାଣୀ (ulaapra)ଶନିବାର ନେହରୁ ଯୁବ କେନ୍ଦ୍ର ଫୁଲବାଣୀ ଠାରେ,26.9.2022 ରିଖ ଦିନ ଫୁଲବାଣୀ ଜିଲ୍ଲା ସଦରମହକୁମା ଠାରେ ଜିଲ୍ଲା ସ୍ତରୀୟ ଯୁବ ଉତ୍ସବ ଅନୁଷ୍ଠିତ ହେବ l ସେଥିପାଇଁ ନେହରୁ ଯୁବ କେନ୍ଦ୍ର ଫୁଲବାଣୀ ର ଜିଲ୍ଲା ଯୁବ ଅଧିକାରୀ ନଭନୀତ କୁମାର ଙ୍କର ଅଧ୍ୟକ୍ଷତାରେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଥିଲା l ଏଥିରେ ଜିଲ୍ଲା କ୍ରୀଡ଼ା ଅଧିକାରୀ ଜିତେନ୍ଦ୍ର କୁମାର ମହାକୁଡ଼, ପ୍ରସନ୍ନ ବିଶୋଇ, ଓଲିଉଡ ସିଙ୍ଗର ଏବଂ ଆକ୍ଟର ଜଳନ୍ଧର ବେହେରା, ଆଇନଜୀବୀ […]