ଖଜୁରୀ ପଡା ବ୍ଲକ ରେ ଆଇନ ସଚେତନତା ଶିବିର ଅନୁଷ୍ଠିତ
ଫୁଲବାଣୀ(ସୁନୀଲ ପଟନାୟକ )ଶୁକ୍ରବାର କନ୍ଧମାଳ ଜିଲ୍ଲା ଖଜୁରୀପଡା ବ୍ଲକ ଅନ୍ତର୍ଗତ ସୂଡୃକୁମ୍ପା ପଞ୍ଚାୟତ ରେ ଜିଲ୍ଲା ଆଇନ ସେବା ପ୍ରାଧିକରଣ ତରଫରୁ ଏକ ଆଇନ ସଚେତନତା କାର୍ଯ୍ୟକ୍ରମଅନୁଷ୍ଠିତ ହୋଇଥିଲା lଏଥିରେ ମୁଖ୍ୟ ଅତିଥି ଭାବେସଚିବ ଶ୍ରୀମତୀ ଅନୂଶିଳା ରଏ ଯୋଗ ଦେଇଥିବା ବେଳେ ସମ୍ମାନିତ ଅତିଥି ଭାବେ ଜିଲ୍ଲା ସମାଜ ମଙ୍ଗଳ ଅଧିକାରୀ ଶ୍ରୀମତୀ ମଞ୍ଜୁଳା ପ୍ରଧାନ, ଜିଲ୍ଲା ଶିଶୁ ସୁରକ୍ଷା ଅଧିକାରିଣୀ ଶ୍ରୀମତୀ ରଶ୍ମିତା କରଣ, ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ବଳରାମ ସେଠି, ପ୍ରକଳ୍ପ […]
Odia 







































































































































































































































































































































































































































































































































































































































































































































































































































































































































































































































































































































































































































































































































































































































































































































































































































































































