କନ୍ଧମାଳର ବିକାଶ ନେଇ କେନ୍ଦ୍ର ରାଷ୍ଟ୍ରମନ୍ତ୍ରୀଙ୍କୁ ଭେଟି ବିଜେପି କର୍ମକର୍ତ୍ତା ଦାବିପତ୍ର ପ୍ରଦାନ କଲେ
କନ୍ଧମାଳ:(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲାର ବିକାଶ ନେଇ ଆଦିବାସୀ ଉନ୍ନୟନ ଓ ଜଳ ସଂପଦ ବିଭାଗର କେନ୍ଦ୍ର ରାଷ୍ଟ୍ରମନ୍ତ୍ରୀ ବିଶ୍ୱେଶ୍ୱର ଟୁଡୁଙ୍କୁ କନ୍ଧମାଳ ବିଜେପିର କର୍ମକର୍ତ୍ତା ମାନେ ଭୁବନେଶ୍ୱର ଠାରେ ସାକ୍ଷାତ କରି ଏହି ଦାବିପତ୍ର ପ୍ରଦାନ କରିଥିବା ବେଳେ ବିଶେଷ କରି ଜିଲାରେ ଥିବା ଏକମାତ୍ର ସରକାରୀ ମହାବିଦ୍ୟାଳୟରେ ୫୮ଜଣ ଅଧ୍ୟାପକ ମଧ୍ୟରୁ ବର୍ତ୍ତମାନ ମାତ୍ର ୧୩ଜଣ ଅଧ୍ୟାପକ ଅଛନ୍ତି । ଏଭଳି ସ୍ଥଳେ ଶିକ୍ଷାଦାନ ପାଇଁ ନାହିଁ ନଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି […]
Odia 







































































































































































































































































































































































































































































































































































































































































































































































































































































































































































































































































































































































































































































































































































































































































































































































































































































































