ନୂଆ ସିନେମା ଏଇ ରାକ୍ଷୀ ତୋ ରକ୍ଷା କବଚ’ ର ଅଡିଓ ରିଲିଜ
ଭୁବନେଶ୍ୱର (ଉଲାପ୍ର)ଜୀ ସାର୍ଥକ ଫିଲ୍ମସରେ ରାକ୍ଷୀ ପୂର୍ଣ୍ଣିମା ଅବସରେ ନୂଆ ସିନେମା ‘ ଏଇ ରାକ୍ଷୀ ତୋ ରକ୍ଷା କବଚ’ ର ଅଡିଓ ରିଲିଜ ହୋଇଯାଇଛି । ଏହି ଚଳଚ୍ଚିତ୍ରରେ ଭାଇ-ଭଉଣୀ ସମ୍ପର୍କକୁ ଏକ ସୁନ୍ଦର ରୂପରେ ଅବତାରଣା କରାଯାଇଥିବା ବେଳେ ସମ୍ପୂର୍ଣ୍ଣ ପାରିବାରିକ କାହାଣୀକୁ ନେଇ ଚଳଚିତ୍ର ଗତିଶୀଳ ହୋଇଛି । କ୍ଷୀରୋଦ ପଟ୍ଟନାୟକ ଏଥିରେ ପ୍ରଯୋଜନା କରିଥିବା ବେଳେ ସହ ପ୍ରଯୋଜନା କରିଛନ୍ତି ଲିପ୍ସା ମିଶ୍ର । ଗିମିକ ମାଷ୍ଟର ସଂଜୟ ନାୟକ ଚଳଚ୍ଚିତ୍ରରେ […]