ଟିମ ହ୍ୟୁମାନିଟି କନ୍ଧମାଳ କରିଲା ଶବ ସତ୍କାର
କନ୍ଧମାଳ,(ସଞ୍ଜୟ କୁମାର ପାଣିଗ୍ରାହୀ): ଟିମ୍ ହ୍ୟୁମାନିଟି କନ୍ଧମାଳର ସଦସ୍ୟଙ୍କ ଆଉ ଏକ ମହାନ୍ କାର୍ଯ୍ୟ ଦେଖିବାକୁ ମିଳିଛି। କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ଟିକାବାଲି ବ୍ଲକ ର ଗୁଟିଙ୍ଗିଆ ଗ୍ରାମ ର ୬୨ ବର୍ଷୀୟ ନାର୍ଷୁ ପାତ୍ର ନାମକ ଜଣେ ମହିଳା ଙ୍କ ଅସୁସ୍ଥତା କାରଣରୁ ମୃତ୍ୟୁ ହୋଇଥିଲା । କିନ୍ତୁ ଶବ ସତ୍କାର ପାଇଁ ପାଖରେ କେହି ପରିବାର ସଦସ୍ୟ ନଥିବାରୁ ଏଭଳି ଅସହାୟ ପରିସ୍ଥିତି ରେ ଟିମ୍ ହ୍ୟୁମାନିଟି କନ୍ଧମାଳ ର ଟିକାବାଲି […]