ଦଣ୍ଡମୁକ୍ତ ଅଞ୍ଚଳରେ ଦଣ୍ଡ ପୁଣିଶିକ୍ଷକଙ୍କ ମାଡରେ ଛାତ୍ର ଲହୁ ଲୁହାଣ

ଫୁଲବାଣୀ (ସୁନୀଲ ପଟନାୟକ)ଦଣ୍ଡମୁକ୍ତ ଅଞ୍ଚଳରେ ଦଣ୍ଡ, l ପୁଣି ଜଣେ ଶିକ୍ଷକଙ୍କ ମାଡରେ ଛାତ୍ର ଲହୁ ଲୁହାଣ ହୋଇଥିବା ନେଇ ଅଭିଯୋଗ ହୋଇଛି । ଘଟଣାଟି ଘଟିଛିକନ୍ଧମାଳ ଜିଲ୍ଲାଟିକାବାଲି ବ୍ଲକପିକରଡି ପଞ୍ଚାୟତ ହାଇସ୍କୁଲରେ। ସ୍କୁଲର ଜିତେନ୍ଦ୍ର ମଲିକ ନାମକ ଜଣେ ଶିକ୍ଷକ ନିଶା ଗ୍ର ସ୍ତ ଅବସ୍ଥାରେ କୁଆଡେ ପ୍ରତିଦିନ ନିଶା ଗ୍ରସ୍ତ ଅବସ୍ଥାରେ ସ୍କୁଲକୁ ଆସି ଛାତ୍ରଛାତ୍ରୀମାନଙ୍କୁ ଗାଳି ଗୁଳଜ କରିବା ସହ ମାଡ଼ ମାରୁଥିବା ଅଭିଯୋଗ ହୋଇଛି । ଗତକାଲି ଚିନ୍ମୟ ପ୍ରଧାନ ନାମକ […]

ନବରଙ୍ଗପୁର ଜିଲ୍ଲା ଡାବୁଗାଁ ବ୍ଲକ ଝାଲିଆଗୁଡ଼ା ଠାରେ ମହିଳା ଜନ ସୁରକ୍ଷା ମଞ୍ଚ ତରଫରୁ ସ୍ଵତନ୍ତ୍ର ପଲ୍ଲୀସଭା ଅଭିଯାନ ଉଦଘାଟିତ

ନବରଙ୍ଗପୁର(ଉଲାପ୍ର ): ନବରଙ୍ଗପୁର ଜିଲ୍ଲାରେ କାଯ୍ୟ କରିଆସୁଥିବା ଜନ ସଂଗଠନ “ମହିଳା ଜନ ସୁରକ୍ଷା ମଞ୍ଚ” ନବରଙ୍ଗପୁର ତରଫରୁ ଓ ଆତ୍ମଶକ୍ତି ଟ୍ରଷ୍ଟ ଦିଗଦର୍ଶନରେ ଦାବୁଗାଁ ବ୍ଲକର କୋଇଲାରି ପଞ୍ଚାୟତ ଅନ୍ତର୍ଗତ ଝାଲିଆଗୁଡା ଠାରେ ସ୍ଵତନ୍ତ୍ର ପଲ୍ଲୀସଭା ଅଭିଯାନ ଅନୁଷ୍ଠିତ ହୋଇଯାଇଅଛି । ଏହି କାର୍ଯ୍ୟକ୍ରମରେ କୋଇଲାରି ପଞ୍ଚାୟତର ସମିତି ସଭ୍ୟା ଶ୍ରୀମତୀ ସନମତି ଭତ୍ରା ଯୋଗଦେଇ ଗ୍ରାମ ଓ ଚାଷଜମି ପାଇ ଆବଶ୍ୟକ ଜଳ ସମସ୍ୟା ଉପରେ ପଦକ୍ଷେପ ନେବେ ବୋଲି ପ୍ରତିଶ୍ରୁତି ଦେଇଥିଲେ । […]

ବ୍ଲକ ସ୍ତରୀୟ ତୃତୀୟ ଫିରିଙ୍ଗିଆ ଫୁଟବଲ ଲିଗ ଉଦଯାପିତ

କନ୍ଧମାଳ:(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲ୍ଲା ଫିରିଙ୍ଗିଆ ଠାରେ ଥିବା ନୋଡାଲ ସ୍କୁଲ ଖେଳ ପଡିଆ ଠାରେ ଚାଲିଥିବା ତୃତୀୟ ବ୍ଲକ ସ୍ତରୀୟ ଫୁଟବଲ ଲିଗ ପ୍ରତିଯୋଗିତା ଉଦ୍‌ଯାପିତ ହୋଇଯାଇଛି । ସୁଜିତ ଫୁଟବଲ କ୍ଲବ ଫିରିଙ୍ଗିଆ ଓ ମହାକାଳ ସ୍ୱେଚ୍ଛାସେବୀ ସଙ୍ଗଠନର ମିଳିତ ଆନୁକୂଲ୍ୟରେ ଅନୁଷ୍ଠିତ ହୋଇଥିବା ଏହି ଫୁଟବଲ ପ୍ରତିଯୋଗିତାର ଉଦଯାପନୀ ଉତ୍ସବରେ ଫିରିଙ୍ଗିଆ ବ୍ଲକ ଅଧ୍ୟକ୍ଷାଙ୍କ ପ୍ରତିନିଧି ଅମର କହଁର ମୁଖ୍ୟ ଅତିଥି ଭାବେ ଯୋଗଦେଇ ଥିବାବେଳେ ସରପଂଚ ଜଳନ୍ଧର କହଁର , […]

ବ୍ଲକ ସ୍ତରୀୟ ଏସିଏମ ଏବଂ ପମ୍ପ ଡ୍ରାଇଭର ତାଲିମ କାର୍ଯ୍ୟକ୍ରମ ଉଦଯାପିତ

କନ୍ଧମାଳ:(ସଞ୍ଜୟ କୁମାର ପାଣିଗ୍ରାହୀ): 6କନ୍ଧମାଳ ଜିଲ୍ଲା ଫିରିଙ୍ଗିଆ ପଞ୍ଚାୟତ ସମିତି ତରଫରୁ ଜଳ ଓ ପରିମଳ ବିଭାଗ ଅଧିନରେ କାର୍ଯ୍ୟରତ ଥିବା ଏସିଏମ୍‌ ଓ ପମ୍ପ ଡ୍ରାଇଭର ମାନଙ୍କର ଚାଲିଥିବା ୧୦ ଦିନିଆ ତାଲିମ କାର୍ଯ୍ୟକ୍ରମ ଉଦଯାପିତ ହୋଇଯାଇଛି । ଏହି ତାଲିମ କାର୍ଯ୍ୟକ୍ରମଟି ବ୍ଲକର ବିଭିନ୍ନ ପଞ୍ଚାୟତ କାର୍ଯ୍ୟାଳୟ ମାନଙ୍କରେ ହୋଇଥିବା ବେଳେ ଉଦଯାପନୀ ତାଲିମ କାର୍ଯ୍ୟକ୍ରମ ଡିଣ୍ଡିରାଗାଁ ପଞ୍ଚାୟତ କାର୍ଯ୍ୟାଳୟ ଠାରେ ଅନୁଷ୍ଠିତ ହୋଇଥିଲା । ପଂଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ ଝୁଲିଲତା ସାହୁଙ୍କ ଅଧ୍ୟକ୍ଷତାରେ […]

ଖlକି କୁ ବାନ୍ଧିଲା ଖାକି. ଅସଦାଚରଣ ଅଭିଯୋଗ ରେ ଏ ଏସ ଆଇ ଗିରଫ

ଫୁଲବାଣୀ (ସୁନୀଲ ପଟନାୟକ )ଖାକି କୁ ବାନ୍ଧିଲା ଖାକୀ lଜଣେ ମହିଳା କନେଷ୍ଟେବଳ ଙ୍କୁଜଣେ ପୋଲିସ ଏ ଏସ ଆଇ ଅସଦାଚରଣ ଅଭିଯୋଗ ରେ ଫୁଲବାଣୀ ଟାଉନ ଥାନାରେ ମାମଲା ହେବାପରେ ପୋଲିସ ଏ ଏସ ଆଇ ଙ୍କୁ ଗିରଫ କରିଛି lଗିରଫ ଏ ଏସ ଆଇ ଜଣଙ୍କ ହେଲେ ବିଭୁଦତ ଶର୍ମା ଙ୍କୁ ଗିରଫ କରିଥିବା ନେଇ ଟାଉନ ଥାନା ଅଧିକାରି ସୁଶାନ୍ତ ସେଠିଁ କହିଛନ୍ତି l ସୂଚନା ଯୋଗ୍ୟ ଯେ ଗାତ ୨୮ ରେ […]

ପ୍ରେସ କ୍ଲୁବ ଓ ଫୁଲବାଣୀ ଜଙ୍ଗଲ ବିଭାଗ ରେଞ୍ଜ ପକ୍ଷରୁ ବୃକ୍ଷ ରୋପଣ

ଫୁଲବାଣ(ସୁନୀଲ ପଟନାୟକ )କନ୍ଧମାଳ ଜିଲ୍ଲା ଫୁଲବାଣୀ ବନଖଣ୍ଡ ଅଧିନସ୍ଥ ଫୁଲବାଣୀ ବନ ବିଭାଗ ରେଞ୍ଜ ପକ୍ଷରୁ ରବିବାର ଵୃଦ୍ଧାଶ୍ରମ ରାସ୍ତା ରେ ବିଭିନ୍ନ କିସମ ର ବୃକ୍ଷ ରୋପଣ କରାଯାଇଥିଲା lଏହି ଅବସରରେ ଆୟୋଜିତ କାର୍ଯ୍ୟକ୍ରମ ରେ ପ୍ରେସ କ୍ଲୁବ ସଭାପତି ସୁନୀଲ ପଟନାୟକ, ବରିଷ୍ଠ ସାମ୍ବାଦିକ ଫିଲିମୋହୋନ ନାୟକ, ସୁବାସ ପ୍ରଧାନ, ଅଜିତ ମହାରଣା, ସନ୍ତୋଷ ଦିଗଲ, ସ ମ୍ପାଦକ ପ୍ରଶାନ୍ତ ବେହେରା, ଉପସଭାପତି ସତ୍ୟ ନାରାୟଣ ବେହେରା, ସୁ ନିଲବିଶ୍ୱାଳ,ସହସଂପାଦକ ରମେଶ ପ୍ରଧାନ, ସୂର୍ଯ୍ୟ […]

କନ୍ଧମାଳ ବୌଦ୍ଧିକ ଅନଗ୍ରସର ଛାତ୍ରଛାତ୍ରୀ ମାନଙ୍କୁ ଟି.ଏଲ୍‌.ଏମ୍‌.କିଟ୍‌ ବଣ୍ଟନ

କନ୍ଧମାଳ,(ସଞ୍ଜୟ କୁମାର ପାଣିଗ୍ରାହୀ):କନ୍ଧମାଳ ଜିଲ୍ଲାର ବୌଦ୍ଧିକ ଅନଗ୍ରସର ଛାତ୍ରଛାତ୍ରୀମାନଙ୍କୁ ସ୍ଥାନୀୟ ଏ.ଜେ.ଓ. ଉଚ୍ଚ ବିଦ୍ୟାଳୟରେ ଟି.ଏଲ୍‌.ଏମ୍‌. କିଟ୍‌ ବଣ୍ଟନ କରାଯାଇଛି । ଜିଲାର ମୋଟ ୨୧୨ ଜଣ ବୌଦ୍ଧିକ ଅନଗ୍ରସର ଛାତ୍ରଛାତ୍ରୀଙ୍କୁ ଏହି କିଟ୍‌ ପ୍ରଦାନ କରାଯାଉଛି । ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି 9ଭାବେ କନ୍ଧମାଳ ଜିଲ୍ଲାପାଳ ଆଶିଷ ଇଶ୍ୱର ପାଟିଲ୍‌ ଯୋଗଦେଇଥିବା ବେଳେ ଛାତ୍ରଛାତ୍ରୀ ମାନଙ୍କର ବୌଦ୍ଧିକ ବିକାଶ ପାଇଁ ସିକନ୍ଦରାବାଦ ସ୍ଥିତ ବୌଦ୍ଧିକ ଅକ୍ଷମତା ଥିବା ବ୍ୟକ୍ତିଙ୍କ ସଶକ୍ତିକରଣ ପାଇଁ ଜାତୀୟ ପ୍ରତିଷ୍ଠାନ […]

କନ୍ଧମାଳ :ବିଦ୍ୟାଳୟ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା ଅନୁଷ୍ଠିତ

କନ୍ଧମାଳ:(ସଞ୍ଜୟ କୁମାର ପାଣିଗ୍ରାହୀ):କନ୍ଧମାଳ ଜିଲ୍ଲା ଫୁଲବାଣୀ ସ୍ଥିତ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ପରିସରରେ ବିଦ୍ୟାଳୟ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା ଅନୁଷ୍ଠିତ ହୋଇଯାଇଛି। ବିଜ୍ଞାନ ମେଳାର ଉଦଘାଟନୀ ଉତ୍ସବରେ ମୁଖ୍ୟ ଅତିଥି ଭାବରେ ବିଜ୍ଞାନ ଶିକ୍ଷକ ସନ୍ତୋଷ କୁମାର ରଥ ପ୍ରଦୀପ ପ୍ରଜ୍ଵଳନ ପୂର୍ବକ କାର୍ଯ୍ୟକ୍ରମକୁ ଶୁଭାରମ୍ଭ କରିଥିଲେ। ଶିଶୁ ବୋଧ ଠାରୁ ଦଶମ ପର୍ଯ୍ୟନ୍ତ ୧୬୬ ଜଣ ଶିଶୁ ବିଜ୍ଞାନି ମାନେ ସେମାନଙ୍କର ପ୍ରକଳ୍ପ ପ୍ରଦର୍ଶନ କରିଥିଲେ। ବିଭିନ୍ନ ବିଦ୍ୟାଳୟରୁ ଆସିଥିବା ୯ଜଣ ବିଚାରକ […]

ବୁଡ଼ାଗୁଡା ସରକାରୀ ଉଚ୍ଚ ବିଦ୍ୟାଳୟ: କାହା ସ୍ୱାର୍ଥରେ ସ୍ମାର୍ଟ ସ୍କୁଲ : ବିଦ୍ୟାଳୟରେ ପଢ଼ାଇବା ପାଇଁ ନାହାନ୍ତି ଶିକ୍ଷକ

ବାଲିଗୁଡା:(ସଞ୍ଜୟ କୁମାର ପାଣିଗ୍ରାହୀ): ସ୍ମାର୍ଟ ହେଲା ସ୍କୁଲ। ଆଉ ଗୁଣାତ୍ମକ ଶିକ୍ଷା ପାଇଁ ସବୁପ୍ରକାଶ ଉଦ୍ୟମ କରାଗଲା। ଏଥିପାଇଁ ବିଦ୍ୟାଳୟ ପିଛା ଲକ୍ଷ ଲକ୍ଷ ଟଙ୍କା ବ୍ୟୟ ହେଲା। ହେଲେ ଶିକ୍ଷକ ଅଭାବ ସମସ୍ୟା ପୂର୍ବ ଭଳି ସମାନ ରହିଲା। ଏହିପରି ଆବଶ୍ୟକ ଶିକ୍ଷକ ନଥାଇ କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ଦାରିଙ୍ଗବାଡି ବ୍ଲକ ବୁଡ଼ାଗୁଡା ଉଚ୍ଚ ବିଦ୍ୟାଳୟ ରେ ଚାଲିଛି ପାଠପଢ଼ା।ସ୍କୁଲର ସମସ୍ୟା ନେଇ ବୁଡ଼ାଗୁଡା ଗ୍ରାମବାସୀ ଓ ପରିଚାଳନା କମିଟି ପକ୍ଷରୁ ବିଭାଗୀୟ […]

ବ୍ଲକ ସ୍ତରୀୟ ୭୬ ତମ ସ୍ୱାଧୀନତା ଦିବସ ପାଳନ ନେଇ ପ୍ରସ୍ତୁତି ବୈଠକ

ବାଲିଗୁଡା,(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ଦାରିଙ୍ଗବାଡି ବ୍ଲକ ସଭାଗୃହ ଠାରେ ବ୍ଲକ ସ୍ତରୀୟ ୭୬ ତମ ସ୍ୱାଧୀନତା ଦିବସ ପାଳନ ନିମନ୍ତେ ବିଡ଼ିଓ ଗଦାଧର ପାତ୍ରଙ୍କ ଅଧକ୍ଷତା ରେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି । ଏଥିରେ ବିଡ଼ିଓ ପ୍ରଥମେ ସ୍ୱାଗତ ଭାଷଣ ପ୍ରଦାନ କରି ଶାନ୍ତି ଶୃଙ୍ଖଳା ସହ କିପରି ପାଳନ କରାଯିବ ସେ ନେଇ ଆଲୋଚନା କରିଥିଲେ । କାର୍ଯ୍ୟକ୍ରମ ପରିଚାଳନା ପାଇଁ ବିଭିନ୍ନ କମିଟି ଗଠନ […]