ବୌଦ୍ଧ ସଦର ବ୍ଲକ୍ ଅଫିସ୍ ସମ୍ମୁଖରେ ପ୍ରଧାନ ମନ୍ତ୍ରୀ ଆବାସ ଗୃହ ଯୋଗାଣ ରେ ବ୍ୟାପକ ଅନିୟମିତତା ଦୁର୍ନୀତି ଭ୍ରଷ୍ଟାଚାର ଅଭିଯୋଗ କୁ ନେଇ ” ଗଣଧାରଣା ଓ ବିକ୍ଷୋଭ ପ୍ରଦର୍ଶନ
ବୌଦ୍ଧ – ୧୩.୦୯- ( ହୃଦାନନ୍ଦ ମେହେର )- ଆଜି ୧୧ ଘଣ୍ଟା ସମୟରେ ବୌଦ୍ଧ ଜିଲ୍ଲା ବିଜେପି ତରଫରୁ ଆଜି ଏକ ବିରାଟ ଶୋଭାଯାତ୍ରା ରେ ଶ୍ରୀ ବିପ୍ରଚରଣ ମହାନ୍ତି ଜିଲ୍ଲା ବିଜେପି ସଭାପତି ଙ୍କ ନେତୃତ୍ବରେ ସମସ୍ତ ନେତୃବୃନ୍ଦ ପ୍ରମୁଖ ଙ୍କ ସହିତ ,ବୌଦ୍ଧ ସଦର ବ୍ଲକ୍ ଅଫିସ୍ ସମ୍ମୁଖରେ ବିକ୍ଷୋଭ ଧାରଣା ଦାବିପତ୍ର ପ୍ରଦାନ କରାଯାଇଥିଲା । ଏହି ବ୍ଲକ୍ ରେ ପ୍ରଧାନ ମନ୍ତ୍ରୀ ଆବାସ ଗୃହ ଯୋଗାଣ ରେ ବ୍ୟାପକ ଅନିୟମିତତା […]