ବିଦ୍ୟାଳୟ ର ଟଙ୍କା ଖାଇଗଲେ ; କୋର୍ଟ ଶୁଣାଇଲେ ୨ ବର୍ଷ ସଶ୍ରମ ଜେଲ୍ ଦଣ୍ଡ ଓ ୩୦ ହଜାର ଟଙ୍କା ଜୋରିମାନା
କନ୍ଧମାଳ:(ସଞ୍ଜୟ କୁମାର ପାଣିଗ୍ରାହୀ): ସ୍କୁଲ୍ର ବିକାଶ ପାଇଁ ଟଙ୍କା ଆସିଲା, ହେଲେ ମାଷ୍ଟ୍ରେ ଓ ସ୍କୁଲ୍ ପରିଚଳନା କମିଟି ଅଧ୍ୟକ୍ଷ ସବୁ ଚଳୁ କରିଦେଲେ। ଏବେ କୋର୍ଟରେ ଦୋଷୀ ସାବ୍ୟସ୍ତ ହେବା ପରେ ଉଭୟଙ୍କୁ ମିଳିଛି ସଜା l ଘଟଣା ରୁ ପ୍ରକାଶ ଯେ, ତୁମୁଡ଼ିବନ୍ଧ ବ୍ଳକ ଧୁଡୁସି ପ୍ରାଥମିକ ସ୍କୁଲର ପ୍ରଧାନ ଶିକ୍ଷକ ସୁବାସ ଚନ୍ଦ୍ର ବଡ଼ସେଠ ଓ ସ୍କୁଲ୍ ପରିଚାଳନା କମିଟି ଅଧ୍ୟକ୍ଷ ମହେନ୍ଦ୍ର ବାରିକଙ୍କୁ ଦୁଇ ବର୍ଷ ସଶ୍ରମ କାରାଦଣ୍ଡାଦେଶ ଭିଜିଲାନ୍ସ କୋର୍ଟ […]