ସଡ଼କ ଦୁର୍ଘଟଣାରେ ବରଗଡ଼ ଟାଉନ ଥାନା ଅଧିକାରୀ ସଦାନନ୍ଦ ପୂଜାରୀ ଆହତ
ବରଗଡ଼ (ସତ୍ୟ ନାରାୟଣ ପ୍ରଧାନ)ଏକ ସରକାରୀ କାମରେ ଜଗସିଂହପୁର ଜିଲ୍ଲା କୁ ଯାଇ ଗତକାଲି ରାତିରେ ବରଗଡ଼ କୁ ଫେରୁଥିବା ବେଳେ ଏକ ଅଜଣା ଗାଡ଼ି ଧକ୍କାରେ ବରଗଡ଼ ଟାଉନ ଥାନା ଅଧିକାରୀ ସଦାନନ୍ଦ ପୂଜାରୀ ଗୁରୁତର ଆହତ ହୋଇଛନ୍ତି। ବରଗଡ଼ ଆସିବା ସମୟରେ କଟକ ନିକଟରେ ସେ ରାସ୍ତା କଡ଼ରେ ଛିଡ଼ା ହୋଇଥିଲେ। ଉକ୍ତ ସମୟରେ ଅଜଣା ଗାଡ଼ି ଧକ୍କା ଦେଇଥିଲା। ଫଳରେ ଘଟଣାସ୍ଥଳରେ ତାଙ୍କର ଅବସ୍ଥା ଗୁରୁତର ହେବାରୁ ତାଙ୍କୁ ସଂଗେ ସଂଗେ ଭୁବନେଶ୍ଵର […]
Odia 







































































































































































































































































































































































































































































































































































































































































































































































































































































































































































































































































































































































































































































































































































































































































































































































































































































































