ସାମାନ୍ୟ ବଚସାକୁ କେନ୍ଦ୍ର କରି ଛୁରାମାଡ଼ : ତିନି ଗୁରୁତର, ଡାକ୍ତରଖାନାରେ ଭର୍ତ୍ତି
କନ୍ଧମାଳ,:(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲ୍ଲା ଫୁଲବାଣୀ ସହରରେ ବିଳମ୍ବିତ ରାତିରେ ଏକ ଅଭାବନୀୟ ଘଟଣା ଘଟିଯାଇଛି । ଛୁରା ମାଡ଼ରେ ତିନି ଜଣ ଗୁରୁତର ହୋଇପଡ଼ିଛନ୍ତି । ଫଳରେ ସେମାନଙ୍କୁ ଫୁଲବାଣୀ ସଦର ମହକୁମା ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି । ପ୍ରକାଶ ଯେ, ୩ ଜଣକ ଭିତରେ ନିର୍ବାଚନକୁ ନେଇ ପ୍ରଥମେ ଯୁକ୍ତିତର୍କ ଓ ପରେ ପାଟିତୁଣ୍ଡ ହୋଇଥିଲା । ଯୁକ୍ତିତର୍କ ଅଧିକ ବଢ଼ିବାରୁ ସେମାନଙ୍କ ମଧ୍ୟରେ ମାରପିଟ ହୋଇଥିଲା । ଶେଷରେ ଘଟଣା ଉଗ୍ରରୂପ […]