ଆଉ ଦିନକ ପରେ ପ୍ରଥମ ପର୍ଯ୍ୟାୟ ଭୋଟଗ୍ରହଣ,ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଚୁଡ଼ାନ୍ତ
ବାଲିଗୁଡ଼ା,(ସଞ୍ଜୟ କୁମାର ପାଣିଗ୍ରାହୀ): ରାଜ୍ୟର ବିଭିନ୍ନ ସ୍ଥାନରେ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ର ପ୍ରଥମ ପର୍ଯ୍ୟାୟ ଭୋଟ ଗ୍ରହଣ ଆସନ୍ତା ୧୬ତାରିଖ ରୁ ଅନୁଷ୍ଠିତ ହେବ l ସେଥିପାଇଁ କନ୍ଧମାଳ ଜିଲ୍ଲାରେ ପ୍ରଶାସନ ପକ୍ଷରୁ ସମସ୍ତ ପ୍ରସ୍ତୁତି ଚୂଡାନ୍ତ ପର୍ଯ୍ୟାୟ ରେ ପହଞ୍ଚିଛି l ଆସନ୍ତା ୧୬ତାରିଖରେ କନ୍ଧମାଳ ଜିଲ୍ଲାର କ. ନୂଆଁଗାଁ ଏବଂ ବାଲିଗୁଡା ବ୍ଲକ ରେ ଭୋଟ ଗ୍ରହଣ ଅନୁଷ୍ଠିତ ହେବ l ବାଲିଗୁଡା ବ୍ଲକ ର ୧୪ ପଞ୍ଚାୟତରେ ୧୮୩ ବୁଥ ଓ […]