ପଞ୍ଚମ ଶ୍ରେଣୀ ମେଧା ବୃତ୍ତି ପରୀକ୍ଷାରେ ରେଣୁକା ସାହୁ ପାଇକମାଳ ବ୍ଲକ ଟପ୍ପର
ପାଇକମାଳ ( ଉଲାପ୍ର)ରାଜ୍ୟ ସରକାରଙ୍କ ସ୍କୁଲ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ପରିଚାଳିତ ୨୦୨୧-୨୨ ଶିକ୍ଷା ବର୍ଷର ପଞ୍ଚମ ଶ୍ରେଣୀ ମେଧା ବୃତ୍ତି ପରୀକ୍ଷାରେ ପାଇକମାଳ ବ୍ଲକ ଅନ୍ତର୍ଗତ ମାଣ୍ଡୋସିଲ କ୍ଲଷ୍ଟରର ଡୁମ୍ବେରବାହାଲ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଛାତ୍ରୀ କୁମାରୀ ରେଣୁକା ସାହୁ ସଫଳତାର ସହ ବ୍ଲକ ଟପ୍ପର ଭାବେ ଉତ୍ତୀର୍ଣ୍ଣ ହୋଇ ମେଧାବୃତ୍ତି ପାଇବାକୁ ଯୋଗ୍ୟ ବିବେଚିତ ହୋଇଛନ୍ତି । କରୋନା ମହାମାରୀ ଯୋଗୁଁ ଦୀର୍ଘ ଦୁଇ ବର୍ଷ ହେଲା ସ୍କୁଲରେ ଶିକ୍ଷାଦାନ ବନ୍ଦ […]