ପାହାଡି ତରଙ୍ଗ ତରଫରୁ ସାଧାରଣ ତନ୍ତ୍ର ଦିବସ ପାଳିତ
ବାଲିଗୁଡା(ସଞ୍ଜୟ କୁମାର ପାଣିଗ୍ରାହୀ): ବାଲିଗୁଡ଼ାଠାରେ ଥିବା କନ୍ଧମାଳ ଜିଲ୍ଲାର ସର୍ବପୁରାତନ କଳା ଓ ସାଂସ୍କୃତିକ ଅନୁଷ୍ଠାନ “ପାହାଡ଼ି ତରଙ୍ଗ “ତରଫରୁ ୭୩ ତମ ପବିତ୍ର ସାଧାରଣ ତନ୍ତ୍ର ଦିବସ ଅନୁଷ୍ଠିତ ହୋଇଯାଇଛି l ଅନୁଷ୍ଠାନର ସଭାପତି କୌଶିକ ସାହୁ ଜାତୀୟ ପତାକା ଉତ୍ତୋଳନ କରିଥିଲେ l ଜାତୀୟ ସଂଗୀତ ଗାନ ଓ ସଭାପତିଙ୍କ ଉଦବୋଧନ ପରେ ଅନୁଷ୍ଠାନର କଳାକାର ମାନଙ୍କ ଦ୍ୱାରା ନୃତ୍ୟ ଓ ସଂଗୀତ ପରିବେଷଣ କରାଯାଇଥିଲା l ବିଭିନ୍ନ ବକ୍ତା ନିଜ ନିଜର ମନ୍ତବ୍ୟ […]