କନ୍ଧମାଳର ଜିଲ୍ଲା ପରିଷଦ ଜୋନ ପାଇଁ ବିଜେଡି ପ୍ରାର୍ଥୀ ଘୋଷଣା କଲା
ବାଲିଗୁଡା(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲ୍ଲାର ୧୮ଟି ଜୋନ ପାଇଁ ଫୁଲବାଣୀ ସ୍ଥିତ ପାରିଜାତ କଲ୍ୟାଣ ମଣ୍ଡପଠାରେ ବିଜୁ ଜନତା ଦଳ ପକ୍ଷରୁ ଆୟୋଜିତ ଏକ କର୍ମୀ ସମ୍ମୀଳନୀରେ ଫୁଲବାଣୀ ବିଧାୟକ ଅଙ୍ଗଦ କହଁରଙ୍କ ଉପସ୍ଥିତିରେ ଏବଂ ଜିଲ୍ଲା ବିଜୁ ଜନତା ଦଳ ସଭାପତି ସରୋଜ କର୍ଣ୍ଣଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଏହି ସମ୍ମୀଳନୀରେ ଜିଲ୍ଲାର ସହ ପ୍ରଭାରୀ କିଶୋର ମେହେର ବି.ଜେ.ଡି ସୁପ୍ରିମୋ ତଥା ରାଜ୍ୟ ସଭାପତି ନବୀନ ପଟ୍ଟନାୟକଙ୍କ ଦ୍ୱାରା ପ୍ରଦାନ କରାଯାଇଥିବା କନ୍ଧମାଳ ଜିଲ୍ଲା […]