ଫୁଲବାଣୀ ସମେତ ସମଗ୍ର କନ୍ଧମାଳରେଶୀତଲହରୀ,ଫୁଲବାଣୀରେ ପାରଦ ୭. ୫ ଡିଗ୍ରୀ ଓ ଦାରିଙ୍ଗବାଡିରେ ୬. ୫ ଡିଗ୍ରୀ ସେଲସିୟସକୁ ଖସିଲା
ଫୁଲବାଣୀ (ସୁନୀଲ ପଟନାୟକ )ଗତ ଦୁଇ ତିନି ଦିନ ହେଲା କନ୍ଧମାଳରେ ପ୍ରବଳ ଶୀତ ଅନୁଭୁତ ହେଉଛି । ଫୁଲବାଣୀ ସମେତ ସମଗ୍ର କନ୍ଧମାଳ ଜିଲ୍ଲା ଶୀତରେ ଥରୁଛି । ପାରଦ ଦିନକୁ ଦିନ ଖସିବାରେ ଲାଗିଛି ଫଳରେ ଥଣ୍ଡାର ପ୍ରକୋପ ମଧ୍ୟ ବଢିବାରେ ଲାଗିଛି ତା ସାଙ୍ଗକୁ ସକାଳ ୯ଟା ଯାଏ ଘନ କୁହୁଡ଼ି ମଧ୍ୟ ଲାଗି ରହୁଛି। ଶୁକ୍ରବାର ଆଜି ଫୁଲବାଣୀରେ ତାପମାତ୍ରା ୭ . ୫ ଡିଗ୍ରୀ ସେଲସିୟସକୁ ଖସିଥିବାବେଳେ ଓଡ଼ିଶାର କାଶ୍ମୀର […]