କନ୍ଧମାଳକୁ ରେଳ ସଂଯୋଗ ନେଇ ଦାବି ଦୋହରାଇଲେ ସାଂସଦ ଅଚ୍ୟୁତ ସାମନ୍ତ
ଫୁଲବାଣୀ (:ସୁନୀଲ ପଟନାୟକ ) କନ୍ଧମାଳକୁ ରେଳ ସଂଯୋଗ ନେଇ ସାଂସଦ ଅଚ୍ୟୁତ ସାମନ୍ତ କେନ୍ଦ୍ର ରେଳ, ଯୋଗାଯୋଗ ଓ ସୂଚନା ପ୍ରଯୁକ୍ତି ବିଭାଗ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କୁ ଭେଟି ତାଙ୍କର ଦାବି ସଂପର୍କରେ ପୁନର୍ବାର ମନେ ପକାଇଦେଇଛନ୍ତି। ଆଜି ସକାଳେ ଶ୍ରୀ ସାମନ୍ତ ମନ୍ତ୍ରୀ ଶ୍ରୀ ବୈଷ୍ଣବଙ୍କୁ ସୌଜନମୂଳକ ସାକ୍ଷାତ କରିଥିଲେ। ଏହି ସାକ୍ଷାତ ସମୟରେ କନ୍ଧମାଳ ଜିଲ୍ଲାର ୧୦୯୪ ଗ୍ରାମରେ ୪ଜି ମୋବାଇଲ ଟାୱାର ବସାଇବା ପାଇଁ ପଦକ୍ଷେପ ନେଇଥିବାରୁ ଶ୍ରୀ ସାମନ୍ତ ଶ୍ରୀ […]