ପୁଣି ନଷ୍ଟ ହେଲା ୧୫୫ ଏକର ବେଆଇନ୍ ଗଞ୍ଜେଇ ଚାଷ
ବାଲିଗୁଡ଼ା,(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ପୋଲିସ ଓ ଅବକାରୀ ବିଭାଗ ପକ୍ଷରୁ ଜାରି ରହିଛି ଅପରେସନ୍ ନୀଳ ଜହର । ପୁଣି ନଷ୍ଟ ହେଲା ୧୫କୋଟି ୫୦ ଲକ୍ଷ ଟଙ୍କାର ବେଆଇନ୍ ଗଞ୍ଜେଇ ଗଛ । ମିଡ଼ିଆକିଆ ପଞ୍ଚାୟତର ମିଡ଼ିଆକିଆ ଓ କଡ଼ିତଗା ଅଞ୍ଚଳରେ ୧୫୫ ଏକର ଜଙ୍ଗଲ ଜମିରେ ହୋଇଥିଲା ବେଆଇନ୍ ଗଞ୍ଜେଇ ଚାଷ । ବାଲିଗୁଡ଼ା ଏସଡିପିଓ ଆଇପିଏସ୍ ଜି.ରାଘବେନ୍ଦ୍ର ରେଡ୍ଡୀ ଓ ଥାନା ଅଧିକାରୀ ବାବାଶଙ୍କର ସରାଫଙ୍କ ନେତୃତ୍ୱରେ ସଶସ୍ତ୍ର […]