ଆଜି ମହାଳୟା : ମା’ ସମଲେଇଙ୍କ ଧବଳମୁଖୀ ବେଶ
ବରଗଡ ୬/୧୦(ସତ୍ୟ ନାରାୟଣ ପ୍ରଧାନ) ଆଜି ପବିତ୍ର ମହାଳୟା । ପଶ୍ଚିମ ଓଡ଼ିଶାରେ ଥିବା ମା’ ସମଲେଇଙ୍କ ଧବଳମୁଖୀ ବେଶ । ସ୍ୱଭାବତଃ ମା’ଙ୍କ ବର୍ଣ୍ଣ ଲୋହିତ ହୋଇଥିବା ବେଳେ ଆଜି କିନ୍ତୁ ମା’ ଶ୍ୱେତ ବର୍ଣ୍ଣ ଧାରଣ କରି ଭକ୍ତଙ୍କୁ ଦର୍ଶନ ଦେଇଥିଲେ। ବାଗ୍ଦେବୀ ସରସ୍ୱତୀ ତଥା ସର୍ବ ପାପହାରିଣୀ ମା’ ଗଙ୍ଗାଙ୍କ ବେଶ ବୋଲି ଧବଳମୁଖୀ ବେଶକୁ ଭକ୍ତମାନେ ଗ୍ରହଣ କରନ୍ତି । ଆଜି ମା’ଙ୍କୁ ଦର୍ଶନ କଲେ ଗଂଗା ଦର୍ଶନର ପୁଣ୍ୟ ପ୍ରାପ୍ତି […]