Odisha Chief Minister Mohan Charan Majhi is on a three-day visit to New Delhi.
ଭୁବନେଶ୍ବର: ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜିଠାରୁ ତିନିଦିନିଆ ନୂଆଦିଲ୍ଲୀ ଗସ୍ତରେ ଯିବେ ବୋଲି ଜଣାଯାଇଛି। ସେ ନୂଆଦିଲ୍ଲୀରେ ଭାରତ ମଣ୍ଡପମରେ ଆୟୋଜିତ ହେବାକୁ ଥିବା ସରକାରୀ କାର୍ଯ୍ୟକ୍ରମରେ ଦେବେ। ଏହାଛଡ଼ା ମୁଖ୍ୟମନ୍ତ୍ରୀ ଜାତୀୟ ରାଜପଥ କର୍ତ୍ତୃପକ୍ଷଙ୍କ ସହ ଓଡ଼ିଶା ଜାତୀୟ ରାଜପଥର ବିକାଶ ନେଇ ଆଲୋଚନା କରିବେ ବୋଲି ସୂଚନା ରହିଛି।। ଖାଲି ସେତିକି ନୁହେଁ, ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଓଡ଼ିଶାର ବିଭିନ୍ନ ପ୍ରସଙ୍ଗରେ କେତେକ କେନ୍ଦ୍ରମନ୍ତ୍ରୀ ଓ କେନ୍ଦ୍ରୀୟ ନେତୃତ୍ବଙ୍କୁ ଏହି […]
 
         
             Odia
 Odia 













































































































































































































































































































































































































































































































































































































































































































































































































































































































































































































































































































































































































































































































































































































































































































































































































































































































 
         
         
         
         
         
        