କର୍ମଜୀବୀ ସାମ୍ବାଦିକ ସ୍ୱାସ୍ଥ୍ୟ ବୀମା ଯୋଜନାର ୱେବ ପୋର୍ଟାଲ ଲୋକାର୍ପଣ କଲେ ମାନ୍ୟବର ମୁଖ୍ୟମନ୍ତ୍ରୀ
କନ୍ଧମାଳ,(ସଞ୍ଜୟ କୁମାର ପାଣିଗ୍ରାହୀ):ଓଡିଶାର ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ନବୀନ ପଟ୍ଟନାୟକ ଶୁକ୍ରବାର ଦିନ କର୍ମଜୀବୀ ସାମ୍ବାଦିକ ସ୍ୱାସ୍ଥ୍ୟ ବୀମା ଯୋଜନାର ୱେବ ପୋର୍ଟାଲ ଶୁଭlରମ୍ଭ କରିଛନ୍ତି l ଶୁକ୍ରବାର ଠାରୁ ସୂଚନା ଓ ଲୋକ ସମ୍ପର୍କ ବିଭାଗ ଦ୍ଵାରା ଅନୁମୋଦିତ ସମସ୍ତ ଛପା ଗଣମାଧ୍ୟମ, ବୈଦ୍ୟୁତିକ ଗଣମାଧ୍ୟମରେ କାର୍ଯ୍ୟରତ ସାମ୍ବାଦିକ ମାନେ ଅନଲାଇନ ମାଧ୍ୟମରେ ସ୍ୱାସ୍ଥ୍ୟ ବୀମା ନିମନ୍ତେ ଆବେଦନ କରିପାରିବେ l କନ୍ଧମାଳ ଜିଲ୍ଲାରେ କାର୍ଯ୍ୟ କରୁଥିବା ପ୍ରତିନିଧି ମାନଙ୍କୁ ଜଣାଇ ଦିଆଯାଉଛି କି ସରକାରଙ୍କ […]