ଫୁଲବାଣୀ ଅବକାରୀ ବିଭାଗ ଦ୍ଵାରା ଚାରି କ୍ଵିଣ୍ଟାଲ ଗଞ୍ଜେଇଜବତ
ଫୁଲବାଣୀ (ସୁନୀଲ ପଟନାୟକ ):କନ୍ଧମାଳ ଜିଲ୍ଲା ଫୁଲବାଣୀ ଅବକାରୀ ବିଭାଗକୁ ମିଳିଛି ବଡ ସଫଳତା l ଫିରିଙ୍ଗିଆ ଥାନା ଅନ୍ତର୍ଗତ କୁଟୁଣି ପଦର ଗ୍ରାମ ନିକଟଜଙ୍ଗଲ ରୁ ଅବକାରୀ ବିଭାଗ ଚାରି କୁଇଣ୍ଟାଲ ଗଂଜେଇ ଜବତ କରିଛି lସୂଚନା ଅନୁସାରେ, କନ୍ଧମାଳ ଜିଲ୍ଲା ଫୁଲବାଣୀ ଅବକାରୀ ବିଭାଗ କୌଣସି ସୁତ୍ରରୁ ଖବର ପାଇ ଅବକାରୀ ଅଧିକ୍ଷକ ପ୍ରବୀର କୁମାର ସାମଲ ଙ୍କ ନେତୃତ୍ଵରେ ୧୨ ଜଣିଆ ଟିମ ଫିରିଙ୍ଗିଆ ଥାନା ଅନ୍ତର୍ଗତ କୁଟୁଣି ପଦର ଗ୍ରାମ ନିକଟ […]
        
            
 Odia 







































































































































































































































































































































































































































































































































































































































































































































































































































































































































































































































































































































































































































































































































































































































































































































































































































































































