ଫିରିଙ୍ଗିଆ ଷ୍ଟେଟ ବ୍ୟାଙ୍କ ରେ ସର୍ଟ ସର୍କିଟ ରୁ ନିଆଁ I ବହୁ ଗୁରୁତ୍ୱପୁର୍ଣ କାଗଜ ପତ୍ର ପୋଡି ନଷ୍ଟ
ଫୁଲବାଣୀ -12/06(ସୁନୀଲ ପଟନାୟକ )ଆଜି ସକାଳେ କନ୍ଧମାଳ ଜିଲ୍ଲା ଫିରିଙ୍ଗିଆ ବ୍ଲକ ଗୋଛାପଡା ଠାରେ ଥିବା ଭାରତୀୟ ଷ୍ଟେଟ ବ୍ୟାଙ୍କ ଶାଖାରେ ନିଆଁ ଲାଗି ବହୁ ଗୁରୁତ୍ୱପୂର୍ଣ କାଗଜ ପତ୍ର ଜଳିପୋଡି ପାଉଁଶ ହୋଇଯାଇଛି I ସୂଚନା ଅନୁସାରେ ଗତ ଛଅ ମାସ ତଳେ ବଜାର ମଧ୍ୟରେ ଥିବା ଏହି ଶାଖାଟି କୁ ସ୍ଥାନାନ୍ତର କରାଯାଇ ନୂତନ ଭାବରେ ସ୍ଥାପନ କରାଯାଇଥିଲା I ଶାଖାଟି ଏକ ଭଡା ଘରେ ଚାଲିଥିବା ବେଳେ ଶନିବାର ଓ ରବିବାର ବ୍ୟାଙ୍କ […]