ରୋ ଟା ରୀ ପକ୍ଷରୁ ଯୁବସେବା ସଚେତନତା ଶିଵୀର
ଫୁଲବାଣୀ (ସୁନୀଲ ପଟନାୟକ )ରବିବାର ପୂର୍ବାହ୍ନ ଦଶଟା ସମୟ ରେ ରୋଟାରି କ୍ଲବ ପକ୍ଷରୁ ରୋ ଟା ରୀ ସେବା ଟ୍ରଷ୍ଟ ପରିସର ରେ ଯୁବ ନେତୃତ୍ୱ ଶିବିର ଅନୁଷ୍ଠିତ ହୋଇଥିଲା lଏଥିରେ ମୁଖ୍ୟ ଅତିଥି ଭାବେ ନେହୁରୁ ଯୁବ କେନ୍ଦ୍ର ଜିଲ୍ଲା ସଂଯୋଜକ ସତ୍ୟବାନ ଦଳବେହେରା, ସମ୍ମାନିତ ଅତିଥି ଭାବେ ଜିଲ୍ଲା କ୍ରୀଡ଼ଅଧିକାରୀ ସମୀର କୁମାର ନାୟକ ଯୋଗ ଦେଈ ଦେଶ ଗଠନ ରେ ଯୁବକ ଯୁବତୀ ମାନଙ୍କ ଭୂମିକା ଅତ୍ୟନ୍ତ ଗୁରୁତ୍ୱ ପୁର୍ଣ l […]