ବାଲିଗୁଡା:ରାଷ୍ଟ୍ରୀୟ ମଧ୍ୟବିତ୍ତ ପରିବାର ମହାସଂଘ କନ୍ଧମାଳ ଶାଖା ତରଫରୁ ଦାବୀ ପତ୍ର ପ୍ରଦାନ
ବାଲିଗୁଡା,୨୦/୦୫.(ସଞ୍ଜୟ କୁମାର ପାଣିଗ୍ରାହୀ):ବୈଷିକ ମହାମାରୀ କରୋନା ହେଉ କି ଯେକୌଣସି ପ୍ରାକୃତିକ ବିପର୍ଯ୍ୟାୟ ହେଉ ମଧ୍ୟବିତ୍ତ ବର୍ଗର ଲୋକେ ସବୁବେଳେ ସରକାରୀ ସହାୟତା ରୁ ବଞ୍ଚିତ ହେଉଛନ୍ତି lସମାଜର ସମ୍ପୂର୍ଣ୍ଣ ଜନସଂଖ୍ୟାର ଏକ ବୃହତ ଅଂଶ ଯାହାକି ପାଖାପାଖି ୪୦% ଲୋକଙ୍କୁ ସରକାର ମଧ୍ୟବିତ୍ତ ବୋଲି କହି ବିଭିନ୍ନ ସରକାରୀ ଯୋଜନାରେ ସେମାନଙ୍କୁ ସାମିଲ ନକରିବା, ସେମାନଙ୍କ ପ୍ରତି ପକ୍ଷପାତିତା କରିବା ଦ୍ୱାରା ଏହି ବର୍ଗର ଲୋକଙ୍କ ଜୀବନ ଜୀବିକା ଗୁରୁତର ଭାବେ ପ୍ରଭାବିତ ହେଉଛି ଏହା […]