ବାଲିଗୁଡା ଉପଖଣ୍ଡ ପ୍ରଶାସନ ଓ ପୋଲିସ ବିଭାଗ ପକ୍ଷରୁ ଲକଡାଉନ ପାଇଁ କଡା ପଦକ୍ଷେପ ଗ୍ରହଣ
ବାଲିଗୁଡା,୦୫/୦୫.(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲ୍ଲା ବାଲିଗୁଡା ସହରରେ 15 ଦିନିଆ ଲକଡାଉନ ଆରମ୍ଭ ହୋଇଛି | ଉପଖଣ୍ଡ ପ୍ରଶାସନ ଓ ପୋଲିସ ପ୍ରଶାସନ ପକ୍ଷରୁ ବାଲିଗୁଡା ସହରରେ ଯାଞ୍ଚ ବ୍ୟବସ୍ଥା ସହ ପୋଲିସ ତୁହାକୁ ତୁହା ସହରରେ ପଇଁତରା ମାରୁଛି | କେବଳ ଔଷଧ ଦୋକାନ, ଫଳ ଦୋକାନ, ତେଜରାତି ଦୋକାନ, କ୍ଷୀର ଓ ପାଉଁରୁଟି ଦୋକାନ, ବହି ଦୋକାନ କୁ ଛାଡି ଦେଲେ ଅନ୍ୟ ସମସ୍ତ ଦୋକାନ ବନ୍ଦ ରହିଛି | ଯାନବାହାନ ଚଳାଚଳ […]