ରୋଟାରୀ କ୍ଲବ ପକ୍ଷରୁ ସ୍ବେଛାକୃତ ରକ୍ତ ଦାନ ଶିବିର, ୨୫ ୟୁନିଟ ରକ୍ତ ସଂଗ୍ରହ
କନ୍ଧମାଳ:(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲ୍ଲା ଫୁଲବାଣୀ ସ୍ଥିତ ନାରାୟଣୀ ରୋଡରେ ଅବସ୍ଥିତ ରୋଟାରୀ ସେବା ସଦନ ଠାରେ ଫୁଲବାଣୀ ବ୍ଲଡ଼ ବ୍ୟାଙ୍କ ସହଯୋଗରେ ଏକ ସ୍ବେଛାକୃତ ରକ୍ତ ଦାନ ଶିବିର ଅନୁଷ୍ଠିତ ହୋଇଥିଲା। ସଦନ ର ସଭାପତି ହରିଶ୍ଚନ୍ଦ୍ର ମହାରଣା, ସମ୍ପାଦକ ମନୋରଞ୍ଜନ ପଟନାୟକ, ବରିଷ୍ଠ ରୋଟାରୀଆନ ତଥା ପ୍ରତିଷ୍ଠାତା ସଦସ୍ୟ ରବିନାରାୟଣ ସୁବୁଦ୍ଧି, ପଦ୍ମଚରଣ ସ୍ୱାଇଁ, ବିରାଜିନୀ ମହାପାତ୍ର, ସୁନୀତି ଆଚାରି, ସୁନୀଲ ପଟନାୟକ, ପ୍ରକାଶ ପଣ୍ଡା, ପଦ୍ମ ଚରଣ ମହାନ୍ତି, ପବନ ଅଗ୍ରୱାଲ, […]