ମାର୍ଚ୍ଚ ୧୫ରୁ ଆରମ୍ଭ ହେବାକୁ ଯାଉଛି କୃଷି ଓଡିଶା ୨୦୨୧ । ଏଥରର ବିଷୟବସ୍ତୁ ‘ସମନ୍ୱିତ ଚାଷ: ଚାଷୀଙ୍କ ବିକାଶ’ ।
ଚଳିତ ବର୍ଷ ମାର୍ଚ୍ଚ ୧୫ ତାରିଖରୁ ୧୯ ତାରିଖ ପର୍ଯ୍ୟନ୍ତ ହେବ କୃଷି ଓଡିଶା-୨୦୨୧ । କୃଷି ଓ କୃଷକ ସଶକ୍ତିକରଣ ବିଭାଗ ଓ ଫିକି ସହଯୋଗରେ ୫ ଦିନ ଧରି ଏହି କାର୍ଯ୍ୟକ୍ରମ ବରମୁଣ୍ଡାର ବିଜୁ ପଟ୍ଟନାୟକ ଖେଳ ପଡିଆରେ ଆୟୋଜିତ ହେବ । ଏହାକୁ ନେଇ ଆଜି କୃଷି ଭବନରେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଥିଲା । ଯେଉଁଥିରେ ମନ୍ତ୍ରୀ ଡ. ଅରୁଣ ସାହୁଙ୍କ ବିଭାଗର ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ । […]