ଗାଧୋଇବାକୁ ଯାଇଥିବା ବେଳେ ପୋଖରୀ ରେ ବୁଡି ଯୁବକଙ୍କ ମୃତ୍ୟୁ
ବାଲିଗୁଡା,(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ଜି. ଉଦୟଗିରି ବ୍ଲକ ଅନ୍ତର୍ଗତ ମାଲିକାପଡ଼ି ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି l ଉକ୍ତ ଗ୍ରାମର ଜଣେ ବ୍ୟକ୍ତି ପୋଖରୀକୁ ଶୌଚ ହେବାକୁ ଯାଇଥିବା ସମୟରେ ପୋଖରୀରେ ବୁଡ଼ି ତାଙ୍କ ମୃତ୍ୟ ଘଟିଛି। ମୃତ ବ୍ୟକ୍ତି ଜଣକ ହେଲେ ଗ୍ରାମର କଣ୍ଟ ନାୟକ (୪୮) । ସେ ଶୌଚ ହେବାକୁଯାଇଥିବା ବେଳେ ଦୁର୍ଭାଗ୍ୟ ବଶତଃ ପାଣିରେ ବୁଡ଼ିଯାଇଥିଲେ । ବହୁତ ସମୟ ଧରି ସେ […]