ଅଷ୍ଟମ ଦିନରେ ବାଲିଗୁଡାର ଐତିହାସିକ ଠାକୁରାଣୀ ଯାତ୍ରା: ନଗର ପରିକ୍ରମାର ପଞ୍ଚମ ଦିନରେ ବ୍ୟାପକ ପଟୁଆର ସହ ବସଷ୍ଟାଣ୍ଡ ଅଞ୍ଚଳ ପରିଭ୍ରମଣ
ବାଲିଗୁଡା, (ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲ୍ଲା ବାଲିଗୁଡା ଅଞ୍ଚଳର ଅଧିଷ୍ଠାତ୍ରୀ ଦେବୀ ମା’ ପାଟଖଣ୍ଡା ଠାକୁରାଣୀଙ୍କ ଐତିହାସିକ ଠାକୁରାଣୀ ଯାତ୍ରା ମା’ ପାଟଖଣ୍ଡା ଦୁର୍ଗାପୂଜା ସମିତି ଆନୁକୁଲ୍ୟରେ ଆୟୋଜିତ ହେଉଛି l ମା’ ବରାଳ ଦେବୀ ମନ୍ଦିର ପ୍ରାଙ୍ଗଣରେ ହୋଇଥିବା ଅସ୍ଥାୟୀ ପୀଠରେ ଆୟୋଜକ ସମିତି ଦ୍ୱାରା ରବିବାର ଅଷ୍ଟମ ଦିନରେ ମା’ ଙ୍କ ଘଟକୁ ଆଜି ସୁସଜିତ କରାଯାଇଛି l ଏଥିରେ ଦେଶୀବେହେରା ଭାବେ ଏ.ସନ୍ତୋଷ କୁମାର ଦୋରାଙ୍କ ପରିବାରର ସମସ୍ତେ ଉପସ୍ଥିତ ରହି […]