କନ୍ଧମାଳ ଜିଲ୍ଲାରେ ଆଠଟି ଏକଲବ୍ୟ ବିଦ୍ୟାଳୟ ସ୍ଥାପନ ହେବ
ବାଲିଗୁଡ଼ା,(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲ୍ଲା ପାଇଁ କେନ୍ଦ୍ର ସରକାରଙ୍କ ପକ୍ଷରୁ ମଞ୍ଜୁର ହେଇଥିବା ଆଠଟି ଏକଲବ୍ୟ ଆବାସିକ ବିଦ୍ୟାଳୟ ଖୁବ୍ ଶିଘ୍ର ଭିତ୍ତପ୍ରସ୍ତର ଦେବା ପାଇଁ କେନ୍ଦ୍ର ଅନୁସୂଚୀତ ଜନଜାତି ମନ୍ତ୍ରୀ ବିଶ୍ୱେଶ୍ଵର ଟୁଡୁ ଙ୍କ ନିକଟରେ ଦାବୀ କରିଛନ୍ତି ବାଲିଗୁଡ଼ା ପୂର୍ବତନ ବିଧାୟକ କରେନ୍ଦ୍ର ମାଝୀ। ଜିଲ୍ଲାରେ ବସବାସ କରୁଥିବା ଅନୁସୂଚିତ ଜନଜାତି ଓ ଜାତି ଛାତ୍ରଛାତ୍ରୀ ମାନଙ୍କୁ ସର୍ବଭାରତୀୟ ସ୍ତରରେ ସମକକ୍ଷ ହେବା ନେଇ କେନ୍ଦ୍ର ସରକାର ସିବିଏସଇ ପାଠ ପଢିବା ସହ […]
Odia 







































































































































































































































































































































































































































































































































































































































































































































































































































































































































































































































































































































































































































































































































































































































































































































































































































































































