୩୪ ତମ ବାର୍ଷିକ ତେର ଦଣ୍ଡର ମହାମିଳନ ସମାରୋହ ଉଦଯାପିତ : ହଜାର ହଜାର ଭକ୍ତଙ୍କ ସମାଗମ
ବାଲିଗୁଡା,(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲ୍ଲା ବାଲିଗୁଡାରେ ପୂର୍ବବର୍ଷ ଭଳି ଚଳିତ ବର୍ଷ ମଧ୍ୟ ବାଲିଗୁଡା ସହରରେ ସ୍ଥାନୀୟ ପଞ୍ଚୁଦଣ୍ଡ ପରିଚାଳନା ସମିତି ଆନୁକୂଲ୍ୟରେ ୩୬ ବର୍ଷ ପୂର୍ତ୍ତି ଅବସରରେ ୩୪ ତମ ବାର୍ଷିକ ତେର ଦଣ୍ଡର ମହାମିଳନ ସମାରୋହ ବିପୁଳ ଉତ୍ସାହ ଉଦ୍ଦୀପନାର ସହ ଆୟୋଜିତ ହୋଇଯାଇଛି l ଦଣ୍ଡଯାତ୍ରାର ଏହି ମହାମିଳନକୁ ଦେଖିବା ଲାଗି ବାଲିଗୁଡା ସମେତ ଆଖପାଖ ଅଞ୍ଚଳରୁ ବହୁ ସଂଖ୍ୟାରେ ଶ୍ରଦ୍ଧାଳୁଙ୍କ ସମାଗମ ହୋଇଥିଲା l ଏହି ପରିପ୍ରେକ୍ଷୀରେ ରବିବାର ସକାଳେ […]