ଭୁବନେଶ୍ୱରର ଇନଫୋସିଟି ଅଞ୍ଚଳରେ ଗାଡ଼ି ଚାଳକଙ୍କଠାରୁ ଆଦାୟ ହେଲା ୧ଲକ୍ଷ ୧୭ ହଜାର ଟଙ୍କାର ଜରିମାନା
ଭୁବନେଶ୍ୱର: ଗାଡ଼ି ଚାଳକଙ୍କୁ ତ୍ରାହି ନାହିଁ । କଣ୍ଟ ସରିଲାପରେ, ଆଜିଠାରୁ ପୁଣି ଥରେ ଆରମ୍ଭ ହୋଇଯାଇଛି ଜୋରଦାର ଧରପଗଡ଼ । ନୂଆ ମୋଟରଯାନ ଆଇନକୁ ନେଇ ସରକାର ଦେଇଥିବା ୬ ମାସର କଣ୍ଟ ପୂରିବା ପରେ ପୂର୍ବ ନିଷ୍ପତ୍ତି ଅନୁଯାୟୀ ଟ୍ରାଫିକ୍ ନିୟମ ଉଲ୍ଲଂଘନ କରୁଥିବା ଗାଡ଼ି ଚାଳକଙ୍କ ବିରୋଧରେ ଆଜିଠାରୁ ପୁଣି କାର୍ଯ୍ୟାନୁଷ୍ଠାନ ଆରମ୍ଭ କରିଛି ଟ୍ରାଫିକ୍ ପୋଲିସ୍ । ରାଜ୍ୟର ପ୍ରମୁଖ ଜିଲ୍ଲାମାନଙ୍କରେ ଆରମ୍ଭ ହୋଇଯାଇଛି ଚେକିଂ । ଭୁବନେଶ୍ୱର, କଟକ, ପୁରୀ, […]