ଅଭୟଙ୍କୁ ଭୟ କରୁଛନ୍ତି ରାଜା,ଖୁବଶୀଘ୍ର ଯୋଗଦେବେ ଅଭୟ ବିଜେପିରେ,ଗଣିତ ବଦଳି ଯାଇପାରେ
ଆଠଗଡ ( ଉଲ୍ଲାପ୍ର )ଆଠଗଡ ନିର୍ବାଚଳ ମଣ୍ଡଳୀର ଯୁବକ ଅଭୟ ବାରିକ, ଯାହାଙ୍କୁ ନେଇ ଏବେ ଆଠଗଡ ନିର୍ବାଚନ ମଣ୍ଡଳୀରେ ଚର୍ଚ୍ଚା, ଚର୍ଚ୍ଚା ଏଇଥି ପାଇଁ ସେ 2019 ନିର୍ବାଚନ ରେ ସ୍ୱାଧୀନ ପ୍ରାର୍ଥୀ ଭାବେ ଆଠଗଡ ରୁ ଲଢ଼ି ଏଗାର ହଜାରରୁ ଅଧିକ ଲୋକଙ୍କ ସମର୍ଥନ ପାଇଥିଲେ, ପରବର୍ତ୍ତୀ ସମୟରେ 2020 କ ରୋନା ସମୟରୁ ସେ ଆଠଗଡ ନିର୍ବାଚନ ମଣ୍ଡଳୀର ବିଭିନ୍ନ ଗ୍ରାମକୁ ଯାଇ ଲୋକଙ୍କ ନିକଟତର ହେବା ସହିତ ମହାମାରୀ ସମୟରେ ଲୋକଙ୍କ […]
Odia 







































































































































































































































































































































































































































































































































































































































































































































































































































































































































































































































































































































































































































































































































































































































































































































































































































































































