ସାଧାରଣତନ୍ତ୍ର ଦିବସ ଉପଲକ୍ଷେ ମିନି ମାରାଥନ ଦୌଡ଼ ପ୍ରତିଯୋଗିତା ଆୟୋଜିତ
ବାଲିଗୁଡା,(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲ୍ଲା ବାଲିଗୁଡା ଠାରେ ସାଧାରଣତନ୍ତ୍ର ଦିବସ ଉପଲକ୍ଷେ ଉପଖଣ୍ଡ ଉତ୍ସବ ପାଳନ କମିଟି ଆନୁକୂଲ୍ୟରେ ଉପଖଣ୍ଡ ପ୍ରଶାସନ ଓ ସୂଚନା ଲୋକ ସମ୍ପର୍କ ବିଭାଗ ତରଫରୁଏକ ମିନି ମାରାଥନ ଦୌଡ଼ ପ୍ରତିଯୋଗିତା ବୁଧବାର ପ୍ରତ୍ୟୁଷରେ ଆୟୋଜିତ ହୋଇଥିଲା | ଏହି ପ୍ରତିଯୋଗିତା କୁ ସ୍ଥାନୀୟ ଉପଜିଲ୍ଲାପାଳ ଏମ.ଏସ. ମଧୁମିତା କ୍ରୀଡା ପତାକା ଦେଖାଇ ଶୁଭାରମ୍ଭ କରିଥିଲେ l ଏହି ମିନି ମାରାଥନ ଦୌଡ଼ ପ୍ରତିଯୋଗିତା ସ୍ଥାନୀୟ ଆଦିବାସୀ ମହାବିଦ୍ୟାଳୟ ଠାରୁ ଆରମ୍ଭ […]