କିଟ୍ ପକ୍ଷରୁ ୨ଶହ ଶଯ୍ୟା ବିଶିଷ୍ଟ ଅତ୍ୟାଧୁନିକ ହସ୍ପିଟାଲ୍ ଓ ଦିବାଧ୍ୟାୟୀ ବିଦ୍ୟାଳୟର ଭୂମିପୂଜନ
କନ୍ଧମାଳ:(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ମହାସିଙ୍ଗି ଓ ବଇଡାଠାରେ କିଟ୍ ପକ୍ଷରୁ ୨ଶହ ଶଯ୍ୟା ବିଶିଷ୍ଟ ଅତ୍ୟାଧୁନିକ ହସ୍ପିଟାଲ୍ ଓ ଦିବାଧ୍ୟାୟୀ(ଡେବୋର୍ଡିଂ) ବିଦ୍ୟାଳୟର ଭୂମିପୂଜନ ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ କିଟ୍ ଓ କିସ୍ ପ୍ରତିଷ୍ଠାତା ତଥା କନ୍ଧମାଳ ସାଂସଦ ଅଚ୍ୟୁତ ସାମନ୍ତଙ୍କ ସମେତ ସ୍ଥାନୀୟ ବିଧାୟକ ଓ ଜିଲାର ଅନ୍ୟ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ। ଏହି ଅବସରରେ ଶ୍ରୀ ସାମନ୍ତ ସୂଚନା ଦେଇ କହିଲେ, ଗତ ୩୦ ବର୍ଷ ଧରି କିଟ୍ ଓ […]