ନାବାଳିକାକୁ ଅପହରଣ ଓ ଦୁଷ୍କର୍ମ ଅଭିଯୋଗ: ଯୁବକ…

Udaya_Labanya | December 5, 2022 | 0

କନ୍ଧମାଳ:(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲ୍ଲା ଫିରିଙ୍ଗିଆ ଥାନା ଅଂଚଳରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିକିଛି। ଜଣେ ୧୭ ବର୍ଷର ନାବାଳିକାକୁ ବିବାହର ପ୍ରତିଶୃତି ଦେଇ ପ୍ରଥମେ ଅପହରଣ ଓ ପରେ ଦୁଷ୍କର୍ମ କରିଥିବା ଅଭିଯୋଗରେ ଜଣେ ୨୧ ବର୍ଷର ଯୁବକକୁ ଫିରିଙ୍ଗିଆ ପୋଲିସ ଗିରଫ କରି କୋର୍ଟ ଚାଲାଣ କରିଛି। ଘଟଣାରୁ ଗତ କିଛିଦିନ ତଳେ କନ୍ଧମାଳ ଜିଲ୍ଲା ଗୋଛାପଡା ଥାନା ଅଞ୍ଚଳର ଜୈନକ ଯୁବକ ଫିରିଙ୍ଗିଆ ଅଂଚଳର […]

ଆଇନ ସେବା ପ୍ରାଧିକରଣ ସଚିବ ଲୋକଙ୍କ ସୁବିଧା…

Udaya_Labanya | December 5, 2022 | 0

ଫୁଲବାଣୀ (ସୁନୀଲ ପଟନାୟକ )କନ୍ଧମାଳ ଜିଲ୍ଲା ‌ଚକାପାଦ‌ ବ୍ଳକ ଅନ୍ତର୍ଗତ ବେହେରା ଗାଁ ପଞ୍ଚାୟତ ର ‌ଲଣ୍ଡାପାଜୁ‌ ଗାଁ ଜିଲ୍ଲା ଆଇନ ସେବା ପ୍ରାଧିକରଣ ର ସଚିବ ‌ ଶ୍ରୀମତୀ ‌ଅନୁଶିଳା ରୟଶନିବାର କନ୍ଧମାଳ ଜିଲ୍ଲା ଚକାପାଦ ବ୍ଲକ ଅନ୍ତର୍ଗତ ବେହେରାଗାଁ ପଂଚାୟତ ର ଦୁର୍ଗମ ତଥା ଅବହେଳିତ ଲଣ୍ଡାପାଜୁ ଗ୍ରାମ ଙ୍କୁ ପରିଦର୍ଶନ ରେ ଯାଇ ଲୋକଙ୍କ ସହ ଆଲୋଚନା କରିବାସହ ସମସ୍ୟା ପଚାରି ବୁଝିଥିଲେ lସଚିବ ଙ୍କ sahସରକାରୀ […]

ବିବାହ ବନ୍ଧନ ରେ ବାନ୍ଧି ହେଲେ ଆତ୍ମ…

Udaya_Labanya | December 5, 2022 | 0

ଫୁଲବାଣୀ(ସୁନୀଲ ପଟନାୟକ )ବାଜୁଛି ସାହା ନାଇ,ଶୁଭୁଚି ଶଙ୍ଖ, ନାଚ ଗୀତ ସାଙ୍ଗକୁ ବାଜା ବି ବାଜୁଛି lସବୁଆଡ ଖୁସିର ମାହୋଲ lଏ ଦୃଶ୍ୟ ହେଉଛି ଫୁଲବାଣୀ ରିଜର୍ଭ ପୋଲିସ କାର୍ଯ୍ୟାଳୟ ପରିସର ରେ ଥିବା ରାଧାକୃଷ୍ଣ ମନ୍ଦିର ର l ସରକାରଙ୍କ ଆକର୍ଷଣୀୟ ପ୍ୟାକେଜ ରେ ଆକର୍ଷିତ ହୋଇ ସମାଜ ର ମୁଖ୍ୟ ସ୍ରୋତରେ ସାମିଲହେବା ପାଇଁ ମନ ବଳାଇ ୨ ମାଓବାଦୀ ନନ୍ଦିନୀ ଓ କରୁଣା ପୋଲିସ ନିକଟରେ ଆତ୍ମ […]

ବେଆଇନ ଗଞ୍ଜେଇ ଗଛ ନଷ୍ଟ କଲା କନ୍ଧମାଳ…

Udaya_Labanya | December 5, 2022 | 0

କନ୍ଧମାଳ:(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲ୍ଲାର ବିଭିନ୍ନ ଥାନା ପକ୍ଷରୁ ଅପରେସନ ନୀଳ ଜହର ବା ବେଆଇନ ଗଞ୍ଜେଇ କଟା ଅଭିଯାନ ଜାରି ରହିଥିବା ବେଳେ ଜିଲ୍ଲାର ଗୋଛାପଡା ଥାନା ଓ ଜିଲ୍ଲା ଅବକାରୀ ବିଭାଗର ମିଳିତ ଉଦ୍ୟମରେ ୧୩୪ ଏକର ବେଆଇନ ଗଂଜେଇ ଗଛ ପୁଣି କଟାଯାଇଛି। ତେବେ ଗୋଛାପଡା ଥାନା ଅଧିକାରୀଙ୍କ ନେତୃତ୍ୱରେ ଗୋଛାପଡା ପଞ୍ଚାୟତର ଲୁହୁରାସାହି, କଡ଼ିପାରି ଓ ପୁରେପଦର ଅଂଚଳର ଜଙ୍ଗଲ ଜମିରେ ବେଆଇନ ଭାବରେ […]

କନ୍ଧମାଳ ର ଟିମ୍ ହ୍ୟୁମାନିଟି ସଦସ୍ୟଙ୍କ ଦ୍ୱାରା…

Udaya_Labanya | December 5, 2022 | 0

କନ୍ଧମାଳ,(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲ୍ଲା ଫୁଲବାଣୀ ସହର ଠାରୁ କିଛି ଦୂର ଡ଼ାଙ୍ଗାଣିକିଆ ଗ୍ରାମରେ ଏକ ଛଅ ଫୁଟର ଅଜଗର ସାପ ପଶି ଯାଇଥିବା ନେଇ କଂସ ଦିଗାଲ ନାମକ ବ୍ୟକ୍ତି ଟିମ୍ ହ୍ୟୁମାନିଟି କନ୍ଧମାଳ ଆବାହକ ଭି.ଲୋକନାଥ ରାଜୁଙ୍କୁ ଖବର ଦେଇଥିଲେ। ଟିମ୍ ସଦସ୍ୟ ସାଇରାମ ପାତ୍ର, ପ୍ରଫୁଲ୍ଲ କୁମାର ପୃଷ୍ଟି , ଅନ୍ତର୍ଯ୍ୟାମୀ ପ୍ରଧାନ ତୁରନ୍ତ ଉକ୍ତ ସ୍ଥାନରେ ପହଞ୍ଚି ସାପଟିକୁ ସୁରକ୍ଷିତ ଭାବେ ଉଦ୍ଧାର କରି […]

ଟିକାବାଲି ରେ ଶିକ୍ଷା ସଚେତନତା କାର୍ଯ୍ୟକ୍ରମ

Udaya_Labanya | December 5, 2022 | 0

ବାଲିଗୁଡା:(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ଟିକାବାଲି କୃଷି କାର୍ଯ୍ୟାଳୟ ପରିସରରେ ମହିଳା ଜୀବିକା ସୁରକ୍ଷା ମଞ୍ଚ ଓ ଜୀବିକା ସୁରକ୍ଷା ମଞ୍ଚର ସଂଯୋଜକ ସଞ୍ଜୀବ କୁମାର ଦିଗାଲଙ୍କ ଅଧ୍ୟକ୍ଷତାରେ ଶିକ୍ଷା ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏଥିରେ ମୁଖ୍ୟ ଅତିଥି ଭାବେ ଟିକାବାଲି ଏଏମସିଏସ ମହାବିଦ୍ୟାଳୟର ଅଧ୍ୟକ୍ଷ ଦୀନବନ୍ଧୁ ମହାନ୍ତି, ଅନ୍ୟତମ ଅତିଥି ଭାବେ ଅତିରିକ୍ତ ଗୋଷ୍ଠି ଶିକ୍ଷା ଅଧିକାରୀ ପ୍ରଦୀପ୍ତ ନାୟକ, ଗୋଷ୍ଠି କୃଷି […]

ଫୁଲବାଣୀ ବ୍ଲକ ସ୍ତରୀୟ ବିଜ୍ଞାନ ମେଳା

Udaya_Labanya | December 3, 2022 | 0

ଫୁଲବାଣୀ(ସୁନୀଲ ପଟନାୟକ )ଫୁଲବାଣୀ ର ଏଜ ଓ ହାଇ ସ୍କୁଲ ପରିସରରେ ବ୍ଲକ ସ୍ତରୀୟ ବିଜ୍ଞାନ, ଗଣିତଓ ପରିବେଶ ସମ୍ପର୍କିତ ପ୍ରଦର୍ଶନୀ ଅନୁଷ୍ଠିତ ହୋଇଥିଲା lଏହି ଅବସରରେ ଆୟୋଜିତ କାର୍ଯ୍ୟକ୍ରମ ରେ ମୁଖ୍ୟ ଅତିଥି ଭାବେ ଜିଲ୍ଲା ଶିକ୍ଷାଧିକାରୀ ପ୍ରମୋଦ ଷଡ଼ଙ୍ଗୀ ଯୋଗ ଦେଇ ଉଦଘାଟନ କରିଥିବା ବେଳେ ସମ୍ମାନିତ ଅତିଥି ଭାବେବ୍ଲକ ଶିକ୍ଷା ଅଧିକାରୀ ରଞ୍ଜନ କୁମାର କହଁର, ସହକାରୀ ବ୍ଲକ ଶିକ୍ଷାଧିକାରୀ , ଅମୁଲ୍ୟ ଜେନା ପ୍ରମୁଖ ଯୋଗ […]

ଫୁଲବାଣୀ ରେ ଆନ୍ତର୍ଜାତୀୟ ଭିନ୍ନ କ୍ଷମ ଦିବସ

Udaya_Labanya | December 3, 2022 | 0

ଫୁଲବାଣୀ (ସୁନୀଲ ପଟନାୟକ )ଶନିବାର ଫୁଲବାଣୀ ର ଏଜେଓ ହାଇ ସ୍କୁଲ ପରିସରରେ ଆନ୍ତର୍ଜାତୀୟ ଭିନ୍ନ କ୍ଷମ ଦିବସ ପାଳିତ ହୋଇଥିଲା lଏହି ଅବସରରେ ଆୟୋଜିତ କାର୍ଯ୍ୟକ୍ରମ କୁ ବ୍ଲକ ଶିକ୍ଷାଧିକାରୀ ରଞ୍ଜନ କୁମାର କହଁର ଉଦଘାଟନ କରିଥିବା ବେଳେ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଜିଲ୍ଲା ଶିକ୍ଷାଧିକାରୀ ପ୍ରମୋଦ କୁମାର ଷଡ଼ଙ୍ଗୀ,ଓ ସମ୍ମାନିତ ଅତିଥି ଭାବେ ସହକାରୀ ଜିଲ୍ଲା ଶିକ୍ଷାଧିକାରୀ ଶ୍ରୀମତୀ ନିରୁପମା ଦୋରା, ଏ ବି ଇଓ […]

କେ ଜି ବି. ଭି କର୍ମଚାରୀ ସଙ୍ଘ…

Udaya_Labanya | December 3, 2022 | 0

ଫୁଲବାଣୀ (ସୁନୀଲ ପଟନାୟକ )ଶନିବାର ବିଭିନ୍ନ ଦାବୀ ପୂରଣ ନେଇ କନ୍ଧମାଳ ଜିଲ୍ଲା କସ୍ତୁରବା ଗାନ୍ଧୀ ବାଳିକା ବିଦ୍ୟାଳୟ ସଙ୍ଘ ପକ୍ଷରୁ ପାଞ୍ଚ ଦଫା ଦାବିପୂରଣ ନେଇ ଏକ ସ୍ମାରକ ପତ୍ର କନ୍ଧମାଳ ଜିଲ୍ଲାପାଳ ପାଟିଲ ଆଶିଷ ଈଶ୍ୱର ଙ୍କୁ ପ୍ରଦାନ କରିଥିଲେ l ସଂଗଠନ ର ସଭାନେତ୍ରୀ ଶ୍ରୀମତୀ ବୈଜୟନ୍ତୀ ମାଳା ମହାପାତ୍ର ଙ୍କ ନେତୃତ୍ୱରେ କର୍ମଚାରୀ ମାନେ ମୁଖ୍ୟମନ୍ତ୍ରୀ ଙ୍କ ଉଦେଶ୍ୟରେ ଜିଲାପାଳ ପାଟିଲ ଙ୍କୁ ଭେଟି ସ୍ମାରକ […]

ଗୋପାଳପୁର ପୋଲିସ ର ନିସ୍ତୁକ ମାଡ଼ ରେ…

Udaya_Labanya | December 3, 2022 | 0

ଫୁଲ ବାଣୀ (ସୁନୀଲ ପଟନାୟକ )ଗଂଜାମ ଜିଲ୍ଲା ଗୋପାଳପୁର ପୋଲିସ ର ଅମାନବୀୟତା ଓ ବର୍ବରତା lକୌଣସି କାରଣ ନଥାଇଗଂଜାମ ଜିଲ୍ଲା ଗୋପାଳ ପୁର ଥାନା ଅଧିକାରୀ ଶ୍ରୀକାନ୍ତ ଖମାରିଙ୍କ ନିର୍ଦେଶ ରେ କୁଆଡେ କିଛି ପୋଲିସ ଏକ ବେସରକାରୀ ଗାଡ଼ିରେ ଆସି ଗତ ୨୭ ତାରିଖ ଦିନବିଳମ୍ବିତ ରାତିରେ କନ୍ଧମାଳ ଜିଲ୍ଲା ରାଇକିଆ ସହର ର କନ୍ୟାଶ୍ରମ ରୋଡ ରେ ରହୁଥିବା ରେଡି ମେଡ଼ ଗାର୍ମେଣ୍ଟସ ବ୍ୟବସାୟୀ ସୁମନ୍ତ କୁମାର […]

Archives

Categories