ବଡମ୍ବା ବ୍ଲକ ପରିସରରେ ଛଅ ଦଫା ଦାବି…

Udaya_Labanya | October 5, 2020 | 0

. ବଡମ୍ବା(ଉଲାପ୍ର) ବଡମ୍ବା ବ୍ଲକ ପରିସରରେ ସାମାଜିକ କର୍ମୀ ଚିନ୍ମୟ ପଟ୍ଟନାୟକଙ୍କ ନେତୃତ୍ୱରେ ଛଅ ଦଫା ଦାବିନେଇ ଗଣଧାରଣା ଆରମ୍ଭ କରାଯାଇଛି. ଏଥିରେ ବଡମ୍ବା ବ୍ଲକର ଶତାଧିକ ବ୍ୟକ୍ତି ଯୋଗଦାନ କରିଛନ୍ତି, ଗଣଧାରଣାକୁ ବଡମ୍ବା ବ୍ଲକର ଯୁବ କଂଗ୍ରେସ ର କର୍ମକର୍ତ୍ତା ଯୋଗଦାନ କରି ଏହି ଗଣଧାରଣାକୁ ସମର୍ଥନ ଜଣାଇଥିଲେ. କୋରାନା ର ଭୟା ଭୟତାକୁ ଦୃଷ୍ଟିରେ ରଖି ସାମାଜିକ ଦୂରତା ଓ ମାସ୍କ ପରିଧାନ କରି ଏହି ଗଣଧାରଣା କାର୍ଯ୍ୟକ୍ରମ […]

ସରକାର ଅସମ୍ବାଧାନିକ ଭାବେ ସରପଞ୍ଚ ଙ୍କୁ ବହିସ୍କାର…

Udaya_Labanya | September 7, 2020 | 0

ପଦ୍ମପୁର,(ଉଲାପ୍ର)ରାଜ୍ୟ ସରକାର ଅସମ୍ବାଧାନିକ ଉପାୟରେ ସରପଞ୍ଚ ନିରୂପା ସିଂ ଙ୍କୁ ବହିସ୍କାର କରିଛନ୍ତି , ସରକାରଙ୍କ ଏହି ଅନ୍ଯାୟ ପଦକ୍ଷେପ ବିରୁଦ୍ଧରେ ଉଚ୍ଚ ନ୍ଯାୟଳୟ ଦ୍ବାରସ୍ଥ ହେବେ ବୋଲି ବରଗଡ଼ ଜିଲ୍ଲା ପାଇକମାଲ ବ୍ଲକ ଟେମେରୀ ଗ୍ରାମ ପଞ୍ଚାୟତର ସରପଞ୍ଚ ନିରୁପାସିଂ ଏକ ପ୍ରେସ୍ ବିବୃତ୍ତିରେ ଜଣାଇଛନ୍ତି । ଆଜି ନିରୂପା ସିଂ ଅଭିଯୋଗ କରିଛନ୍ତି ଯେ , ବିରୋଧି ସରପଞ୍ଚ ମାନଙ୍କୁ ବ୍ଲକ ଏବଂ ଜିଲ୍ଲା ଅଧିକାରୀ ମାନେ ବିଭିନ୍ନ […]

ଢେଙ୍କାନାଳ ସ୍ୱୟଂ ଶାସିତ ମହାବିଦ୍ୟାଳୟ ଅଧ୍ୟକ୍ଷ ଙ୍କୁ…

Udaya_Labanya | September 7, 2020 | 0

ଢେଙ୍କାନାଳ(ଉଲାପ୍ର)ଢେଙ୍କାନାଳ ସ୍ୱୟଂ ଶାସିତ ମହାବିଦ୍ୟାଳୟ ଅଧ୍ୟକ୍ଷ ଙ୍କୁ ଏବିଭିପି ଛାତ୍ରଛାତ୍ରୀ ମାନେ ଏକ ଦାବିପତ୍ର ପ୍ରଦାନ କରିଛନ୍ତି, ନଗର ସମ୍ପାଦକ ଅରିଜିତ ପଟ୍ଟନାୟକ ଙ୍କ ନେତୃତ୍ୱରେ ଏକ ଛାତ୍ର ପ୍ରତିନିଧି ଦଳ ଅଧ୍ୟକ୍ଷ ଙ୍କୁ ଦେଖାକରି ug ରେ ହେବାକୁ ଥିବା ପରୀକ୍ଷା ପାଇଁ ସମସ୍ତ ଦ୍ଵନ୍ଦ ଦୂର କରିବାକୁ ଅନୁରୋଧ କରିଛନ୍ତି, ଏହି ଦାବିପତ୍ର ରେ ଏକ ଚାରିଦଫା ଦାବିପତ୍ର ପ୍ରଦାନ କରାଯାଇଛି।

ବିଶ୍ୱବିଦ୍ୟାଳୟ ଅନ୍ତିମ ବର୍ଷ ପରୀକ୍ଷା ନେଇ ଛାତ୍ରଛାତ୍ରୀ…

admin | July 9, 2020 | 0

ଭୁବନେଶ୍ୱର ( ଉ ଲା ପ୍ର) UGC ନିର୍ଦ୍ଦେଶାବଳୀ ଅନୁଯାୟୀ ବିଶ୍ୱବିଦ୍ୟାଳୟଗୁଡ଼ିକରେ ଅନ୍ତିମ ବର୍ଷର ପରୀକ୍ଷା ସେପ୍ଟେମ୍ବର ଶେଷ ସୁଦ୍ଧା କରିବାକୁ ପଡ଼ିବ ବୋଲି ଆଲୋଚନା ହେଉଛି,ତଥାପି ଯେଉଁ ଛାତ୍ରଛାତ୍ରୀମାନେ ସେପ୍ଟେମ୍ବରରେ ଅନ୍ତିମ ବର୍ଷର ପରୀକ୍ଷାରେ ହାଜର ହେବାକୁ ଅସମର୍ଥ, ସେମାନେ ଆଉ ଏକ ସୁଯୋଗ ପାଇବେ ଏବଂ ବିଶ୍ୱବିଦ୍ୟାଳୟଗୁଡ଼ିକ ଯେତେବେଳେ ସମ୍ଭବ ଏବଂ ସ୍ୱତନ୍ତ୍ର ପରୀକ୍ଷା ଦେବେ | ଏହି ସମୟରେ ଛାତ୍ରଛାତ୍ରୀମାନେ ନୂତନ UGC ନିର୍ଦ୍ଦେଶାବଳୀକୁ ବିରୋଧ କରି […]

ରାଧାକୃଷ୍ଣଙ୍କୁ ୬୭୫ ପ୍ରକାର ଭୋଗ ଲାଗି ।

admin | December 9, 2019 | 0

କଟକ/ପୁରୀ ମନୋରଞ୍ଜନ ମହାପାତ୍ର (୦୯/୧୨/୧୯): ଆଜି ହେଉଛି ପବିତ୍ର ମାର୍ଗଶୀର ମାସ ଶୁକ୍ଳପକ୍ଷ ଦ୍ୱାଦଶୀ ତିଥି। ଏହାକୁ ବ୍ୟଞ୍ଜନ ଦ୍ୱାଦଶୀ ଭାବେ ପାଳନ କରାଯାଏ। ଏହି ଅବସରରେ ପୁରୀ ଶ୍ରୀଗୌରବିହାର ଆଶ୍ରମରେ ୬୭୫ ପ୍ରକାର ସୁସ୍ୱାଦୁ ବ୍ୟଞ୍ଜନ ରାଧାକୃଷ୍ଣଙ୍କ ପାଖେ ନୈବେଦ୍ୟ ଲାଗି କରାଯାଇଛି। ଏଥିସହ ବିବିଧ ପ୍ରକାର ବ୍ୟଞ୍ଜନରେ ଆପ୍ୟାୟିତ ହୋଇଛନ୍ତି ରାଜ୍ୟ ତଥା ବାହାରୁ ଆସିଥିବା ସାଧୁ ସନ୍ଥ ଓ ଭକ୍ତଗଣ। ଏହାସହିତ ପର୍ଯ୍ୟଟନ ମନ୍ତ୍ରୀ ଜ୍ୟୋତିପ୍ରକାଶ ପାଣିଗ୍ରାହୀ […]

ବିଶ୍ଵନାଥ ବିଦ୍ୟାପୀଠ ରେ ବ୍ଲକ୍ ସ୍ତରୀୟ ବିଜ୍ଞାନ…

admin | November 29, 2019 | 0

ଆଠଗଡ ବ୍ଲକ ସ୍ତରୀୟ ବିଜ୍ଞାନ ମେଳା ଅନୁଷ୍ଠିତ ହୋଇଯାଇଛି, ବିଦ୍ୟାପୀଠ ପରିସରରେ ଅନୁଷ୍ଠିତ ହୋଇଥିବା ଏହି ମେଳାରେ ମୁଖ୍ୟଅତିଥି ଭାବେ କଟକ ଜିଲା ପରିଷଦ ଉପାଧ୍ୟକ୍ଷ ସୁନୀଲ ପରିଡା ଯୋଗଦେଇଥିବା ବେଳେ ଅନ୍ୟମାନଙ୍କ ମଧ୍ୟରେ ବିଇଓ ଅକ୍ଷୟ ନାୟକ,ତହସିଲଦାର ତପନ ଖୁଣ୍ଟିଆ,ଖୁଣ୍ଟୁଣି କଲେଜ ଅଧକ୍ଷ ଶଶୀଭୂଷଣ ମିଶ୍ର,ରଞ୍ଜନ ଆଚାର୍ଯ୍ୟ,ରବି ରାଉତ,ସ୍କୁଲ ପ୍ରଧାନଶିକ୍ଷକ ରୁଦ୍ର ନାରାୟଣ ସାମଲ ଓ ସ୍କୁଲ ପରିଚାଳନା କମିଟି ସଭାପତି ବିଜୟ ସାହୁ ପ୍ରମୁଖ ଯୋଗଦେଇଥିଲେ, ଏହି ମେଳାରେ […]

ଆଠଗଡ ସାହିତ୍ୟ ସମାଜ ତରଫରୁ ମହାତ୍ମା ଗାନ୍ଧୀ…

admin | February 27, 2019 | 0

ଆଠଗଡ ସାହିତ୍ୟ ସମାଜ ତରଫରୁ ମହାତ୍ମା ଗାନ୍ଧୀ ଇଂରାଜୀ ବିଦ୍ୟାଳୟ ଠାରେ ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଯାଇଛି,ସଭାପତି ପ୍ରାଣକୃଷ୍ଣ ଦାଶ ଙ୍କ ସଭାପତିତ୍ୱ ରେ ଅନୁଷ୍ଠିତ ସଭାରେ ପ୍ରଥମେ ସହିଦ ମାନଙ୍କ ପାଇଁ ଦୁଇ ମିନିଟ ନିରବ ପ୍ରାର୍ଥନା କରାଯାଇଥିଲା, ସମ୍ପାଦକ ଲଲାଟେନ୍ଦୁ ସେନାପତି ଅତିଥି ମାନଙ୍କର ପରିଚୟ ପ୍ରଦାନ କରିବା ସହିତ ଆୟ ବ୍ୟୟର ବିବରଣୀ ପ୍ରଦାନ କରିଥିଲେ,ଆଠଗଡ ସାହିତ୍ୟ ସମାଜ ଚଳିତ ବର୍ଷ ରୌପ୍ୟ ଜୟନ୍ତୀ ସମାରୋହ ପାଳନ […]

Archives

Categories