ସରକାର ଅସମ୍ବାଧାନିକ ଭାବେ ସରପଞ୍ଚ ଙ୍କୁ ବହିସ୍କାର…

Udaya_Labanya | September 7, 2020 | 0

ପଦ୍ମପୁର,(ଉଲାପ୍ର)ରାଜ୍ୟ ସରକାର ଅସମ୍ବାଧାନିକ ଉପାୟରେ ସରପଞ୍ଚ ନିରୂପା ସିଂ ଙ୍କୁ ବହିସ୍କାର କରିଛନ୍ତି , ସରକାରଙ୍କ ଏହି ଅନ୍ଯାୟ ପଦକ୍ଷେପ ବିରୁଦ୍ଧରେ ଉଚ୍ଚ ନ୍ଯାୟଳୟ ଦ୍ବାରସ୍ଥ ହେବେ ବୋଲି ବରଗଡ଼ ଜିଲ୍ଲା ପାଇକମାଲ ବ୍ଲକ ଟେମେରୀ ଗ୍ରାମ ପଞ୍ଚାୟତର ସରପଞ୍ଚ ନିରୁପାସିଂ ଏକ ପ୍ରେସ୍ ବିବୃତ୍ତିରେ ଜଣାଇଛନ୍ତି । ଆଜି ନିରୂପା ସିଂ ଅଭିଯୋଗ କରିଛନ୍ତି ଯେ , ବିରୋଧି ସରପଞ୍ଚ ମାନଙ୍କୁ ବ୍ଲକ ଏବଂ ଜିଲ୍ଲା ଅଧିକାରୀ ମାନେ ବିଭିନ୍ନ […]

ଅମ୍ବାଲା ଏୟାର ବେଶରେ ପହଁଚିଲା ଫାୟାର ଫାଇଟର…

Udaya_Labanya | July 29, 2020 | 0

ଅମ୍ବାଲା,ଦୀର୍ଘ ପ୍ରତିକ୍ଷାର ଅନ୍ତ ଘଟିଛି,ଶେଷରେ ରାଫେଲ ବିମାନ ଫ୍ରାନ୍ସ ରୁ ଆସି ଭାରତର ଅମ୍ବାଲା ଏୟାର ବେଶ ରେ ପହଞ୍ଚିଛି, ଗତ ୨୭ ତାରିଖ ରୁ ଫ୍ରାନ୍ସ ରୁ ବାହାରିଥିବା ଏହି ଫାୟାର ଫାଇଟର ବିମାନ ସାତ ହଜାର କିଲୋମିଟର ଅତିକ୍ରମ କରିବା ପରେ ଆଜି ଅମ୍ବାଲା ଏୟାର ବେଶ ରେ ଲାଣ୍ଡିଙ୍ଗ କରିଛି,ପାଞ୍ଚଗୋଟି ରାଫେଲ ବିମାନ ଭାରତ ସୀମାରେ ପହଁଚି ବା ପରେ ସୁଖୋଇ ବିମାନ ରାଫେଲ ବିମାନ ଗୁଡିକୁ […]

‘ଲୋକଙ୍କୁ ନାଲି ଆଖି ଦେଖାଅନି, ବୁଝାଅ’

Udaya_Labanya | July 18, 2020 | 0

ଭୁବନେଶ୍ୱର: ( ଉ ଲା ପ୍ର ) କରୋନା ମହାମାରୀ ଉପରେ ଓଡ଼ିଶାବାସୀଙ୍କୁ ସଚେତନ କରାଇଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ଏନେଇ ଟ୍ୱିଟ୍ ମାଧ୍ୟମରେ ଓଡ଼ିଆଙ୍କ ପାଇଁ ଏକ ଭିଡିଓ ବାର୍ତ୍ତା ପୋଷ୍ଟ କରିଛନ୍ତି କେନ୍ଦ୍ରମନ୍ତ୍ରୀ। ଦେଶରେ କରୋନା ମହାମାରୀ ସମୟରେ ଆମ ସମସ୍ତଙ୍କୁ ସଚେତନ ହେବାକୁ ପଡିବ ବୋଲି ସେ ଭିଡିଓରେ କହିଛନ୍ତି।ଏଥିସହ ସମସ୍ତଙ୍କୁ ମାସ୍କ ପିନ୍ଧିବା ଓ ସାମାଜିକ ଦୂରତା ରକ୍ଷା କରିବା ସହ ସରକାରଙ୍କ ସମସ୍ତ ନିୟମ […]

କୋଭିଡ୍‌ କେୟାର ସେଣ୍ଟର ଛାଡ଼ି ରାସ୍ତାରେ ବସିଲେ…

Udaya_Labanya | July 17, 2020 | 0

ଗୌହାଟି: ( ଉ ଲା ପ୍ର ) ସାରା ଦେଶରେ ମହାମାରୀ କରୋନା ଦିନକୁ ଦିନ ଏହାର କାୟା ବିସ୍ତାର କରି ଚାଲିଛି। କରୋନା ସଂକ୍ରମଣକୁ ରୋକିବା ପାଇଁ ସରକାର ଅନେକ ପଦକ୍ଷେପ, କଟକଣା ଲାଗୁ କରିଛନ୍ତି। ହେଲେ ଲୋକମାନେ ଏହାକୁ ଠିକ୍‌ ଭାବେ ମାନୁ ନଥିବା ନେଇ ଅନେକ ଘଟଣା ନଜର ଆସିଛି। ଏବେ ଏମିତି ଏକ ଘଟଣା ସାମ୍ନାକୁ ଆସିଛି, ଯାହାକୁ ନେଇ ଚର୍ଚ୍ଚା। କୋଭିଡ୍‌ କେୟାର ସେଣ୍ଟରରୁ […]

ଅଙ୍ଗନବାଡ଼ି ଓ ଆଶା କର୍ମୀଙ୍କ ପରିବାର ପାଇଁ…

Udaya_Labanya | July 17, 2020 | 0

ଭୁବନେଶ୍ୱର: (ଉ ଲା ପ୍ର) କୋଭିଡ୍‌ ଯୋଦ୍ଧା ଅଙ୍ଗନବାଡ଼ି ଓ ଆଶା କର୍ମୀଙ୍କ ପରିବାର ପାଇଁ ବଡ଼ ଘୋଷଣା କରିଛନ୍ତି ଓଡ଼ିଶା ସରକାର।ଡ୍ୟୁଟିରେ ଥାଇ ଯଦି କୌଣସି ଅଙ୍ଗନବାଡ଼ି କିମ୍ବା ଆଶା କର୍ମୀଙ୍କ ମୃତ୍ୟୁ ଘଟେ, ତେବେ ସେମାନଙ୍କ ପରିବାରକୁ ଭତ୍ତା ମିଳିବ। ମୃତ ଅଙ୍ଗନବାଡ଼ି କର୍ମୀଙ୍କ ନିକଟ ସମ୍ପର୍କୀୟଙ୍କୁ ମାସିକ ୭,୫୦୦ ଟଙ୍କା ଓ ମୃତ ଆଶା କର୍ମୀଙ୍କ ନିକଟ ସମ୍ପର୍କୀୟଙ୍କୁ ମାସିକ ୫ ହଜାର ଟଙ୍କା ମିଳିବ। ସମ୍ପର୍କୀୟଙ୍କୁ […]

ରାଜସ୍ଥାନ ରାଜନୀତି; ଦୁଇ କଂଗ୍ରେସ ବିଧାୟକ ପ୍ରାଥମିକ…

Udaya_Labanya | July 17, 2020 | 0

ଜୟପୁର: ( ଉ ଲା ପ୍ର ) ରାଜସ୍ଥାନରେ ସଚିନ ପାଇଲଟଙ୍କ ବିଦ୍ରୋହକୁ ନେଇ ଛକାପଞ୍ଛା ଲାଗି ରହିଛି। ଏପରି ପରିସ୍ଥିତିରେ ଏଆଇସିସି ପକ୍ଷରୁ ଦୁଇ କଂଗ୍ରେସ ବିଧାୟକଙ୍କୁ ଦଳର ପ୍ରାଥମିକ ସଦସ୍ୟ ପଦରୁ ନିଲମ୍ବିତ କରାଯାଇଛି । ଏହି ବିଧାୟକ ହେଲେ ଭଁଅର ଲାଲ ଶର୍ମା ଓ ବିଶବେନ୍ଦ୍ର ସିଂ।ଦଳ ବିରୋଧୀ କାର୍ଯ୍ୟରେ ଲିପ୍ତ ଥିବା ସହ ସରକାରକୁ ଭାଙ୍ଗିବା ପାଇଁ ଉଦ୍ୟମ କରୁଥିବା ଅଭିଯୋଗରେ ଏହି କାର୍ଯ୍ୟାନୁଷ୍ଠାନ ନିଆଯାଇଛି […]

‘ ଦୁନିଆର କୌଣସି ଶକ୍ତି ଭାରତର ଇଞ୍ଚେ…

Udaya_Labanya | July 17, 2020 | 0

ଶ୍ରୀନଗର: ( ଉ ଲା ପ୍ର) ପ୍ରତିରକ୍ଷାମନ୍ତ୍ରୀ ରାଜନାଥ ସିଂହ ୨ ଦିନିଆ ଗସ୍ତରେ ଯାଇ ଆଜି ଲେହରେ ପହଞ୍ଚିଛନ୍ତି। ସେଠାରେ ଭାରତୀୟ ସେନାର ଯାବାନମାନଙ୍କୁ ସମ୍ବୋଧିତ କରି ଯବାନଙ୍କ ମନୋବଳ ବଢାଇବା ସହ ଚୀନ୍‌କୁ ଦୃଢ ବାର୍ତ୍ତା ଦେଇଛନ୍ତି। ଲେହର ଲୁକୁଙ୍ଗ ଆଉଟପୋଷ୍ଟରେ ସୈନିକଙ୍କୁ ସମ୍ବୋଧିତ କରୁଥିବାବେଳେ ପ୍ରତିରକ୍ଷା ମନ୍ତ୍ରୀ ସ୍ପଷ୍ଟ ଭାବରେ କହିଛନ୍ତି ଦୁନିଆର କୌଣସି ଶକ୍ତି ଭାରତର ଏକ ଇଞ୍ଚ ଜମି ମଧ୍ୟ ଛୁଇଁ ପାରିବ ନାହିଁ।ପ୍ରତିରକ୍ଷା […]

ଅପରାଜିତାଙ୍କ ଦୁଇ ସଂଗଠନକୁ ନେଇ ଜୋରଦାର ଚର୍ଚ୍ଚା…

admin | January 6, 2020 | 0

ଭୁବନେଶ୍ୱର : ନୂଅ ବର୍ଷ ୨୦୨୦ର ଆଗମନ ସହ ରାଜ୍ୟରେ ରାଜନୈତିକ ବାତାବରଣ ସରଗରମ ହୋଇଉଠିଛି। ବିଶେଷ କରି ରାଜଧାନୀ ଭୁବନେଶ୍ୱରରେ ବିଜେପି ସାଂସଦ ଅପରାଜିତା ଷଡଙ୍ଗୀ ନିଜର ପତିଆରା ବୃଦ୍ଧି କରି ଶାସକ ବିଜେଡି ସମେତ ନିଜ ଦଳର କର୍ମକର୍ତ୍ତାଙ୍କୁ ଆଶ୍ଚର୍ଯ୍ୟ ଚକିତ କରିଦେଇଛନ୍ତି। ମହିଳା ସଶକ୍ତିକରଣ ପାଇଁ ‘ଅଜିତା’ କାର୍ଯ୍ୟକ୍ରମର ଶୁଭାରମ୍ଭ ପରେ ଏବେ ଯୁବକମାନଙ୍କୁ ନେଇ ଆଉ ଏକ ଅଭିଯାନ ଆରମ୍ଭ କରିବାକୁ ଯାଉଛନ୍ତି । ଯାହାକୁ […]

Archives

Categories